କୋକସରାରେ କାଳବୈଶାଖୀ: ଗଛ ଭାଙ୍ଗିଲା, ପରିବା ଚାଷ ନଷ୍ଟ

ଭବାନୀପାଟଣା/କୋକସରା,(ସ୍ବ.ପ୍ର/ଡିଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଓ ଜୁନାଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ରବିବାର ଅପରାହ୍ନରେ ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ ହୋଇଛି। ପ୍ରାୟ ୪୫ ମିନିଟ ଧରି ହୋଇଥିବା କାଳବୈଶାଖୀ ପ୍ରଭାବରେ ବଡ ବଡ ଗଛ ଭାଙ୍ଗି ପଡିଛି। ବିଭିନ୍ନ ସ୍ଥାନରେ ଚାଳଛପର ଘର ଉଡିଯିବା ଯାଇଛିି। କୁଆ ପଥର ମାଡ ଯୋଗୁଁ ଭେଣ୍ଡି, ପାତଳଘଣ୍ଟା. ବାଇଗଣ, କୋବି, ଲଙ୍କା, କଲରା, ଜହ୍ନି ପ୍ରଭୃତି ପନିପରିବା ନଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?