କୋଟଗଡ଼ ବ୍ଲକ: ନୂଆବର୍ଷ ପାଇଁ ପ୍ରତିଷେଧକ ଟକା କାର୍ଯ୍ୟକ୍ରମ ବନ୍ଦ

କୋଟଗଡ,୩ା୧(ଡି.ଏନ.ଏ.) – କନ୍ଧମଳ ଜିଲା କୋଟଗଡ ବ୍ଲକରେ ୧୫ଟି ପଞ୍ଚାୟତ ରହିଛି। ପ୍ରତ୍ୟେକ ପଞ୍ଚାୟତରେ ଏଏନ୍‌ଏମ ଓ ଆଶା କର୍ମୀଙ୍କ ଦ୍ୱାରା ଶିଶୁ ଓ ଗର୍ଭବତୀମାନଙ୍କୁ ମାସର ପ୍ରଥମ ବୁଧବାର ପ୍ରତିଷେଧକ ଟିକା ଦେବା ପାଇଁ ନିୟମ ରହିଛି। ମାତ୍ର ଏଠାରେ ତାହାକୁ ଅବମାନନା କରିଛନ୍ତି ଡାକ୍ତରଖାନା କର୍ତ୍ତୃପକ୍ଷ। ଫଳରେ ଶିଶୁ ଓ ଗର୍ଭବତୀ ପ୍ରତିଷେଧକ ଟୀକା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ପ୍ରତ୍ୟେକ ମାସର ପ୍ରଥମ ବୁଧବାର ଟୀକାକରଣ କରାଯାଉଥିବାରୁ ଟିକା ନ ପାଇ ଦୂରଦୂରାନ୍ତରୁ ଆସିଥିବା ବହୁ ମହିଳା ନିରାଶରେ ଫେରିଥିଲେ। ଏଭଳି ଏକ ଜାତୀୟ କାର୍ଯ୍ୟକ୍ରମକୁ କିଭଳି ବନ୍ଦ କରାଗଲା ବୋଲି ପ୍ରଶ୍ନ କରିଛନ୍ତି ଅଞ୍ଚଳବାସୀ। ଏନେଇ କୋଟଗଡ ଏଏନ୍‌ଏମ ମଧୁସ୍ମିତା ନାୟକଙ୍କୁ ପଚାରିବାରୁ ନୂତନବର୍ଷ ଥିବା ଯୋଗୁ ଟୀକାକରଣ କରାଯାଇପାରି ନ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?