କୋଟଗଡ଼, ୮।୮(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଲଗାଣ ବର୍ଷା ଯୋଗୁ ବିଗତ ୫ଦିନ ହେବ ବିଦ୍ୟୁତ୍ ଓ ଫୋନ ସେବା ବିଚ୍ଛିନ୍ନ ହୋଇପଡିଛି। ଫଳରେ ୧୫ ପଞ୍ଚାୟତ ଲୋକେ ଅନ୍ଧାରରେ ରାତି ବିତାଇବା ସହ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ବିଦ୍ୟୁତ୍ ଓ ଫୋନ ନ ଥିବା ଯୋଗୁ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ କାମ ଏକପ୍ରକାର ବାଧାପ୍ରାପ୍ତ ହେଉଛି।
Posted inଆମ ଜିଲା ଖବର, କନ୍ଧମାଳ View All
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ
ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…
ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା
ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…
ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…
ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…
Archives

