କୋଟାୟମରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୧୯୧ପ୍ରବାସୀ

ଖୋର୍ଦ୍ଧା ଅଫିସ,୮।୬: କୋଟାୟମରୁ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ସୋମବାର ଖୋର୍ଦ୍ଧା ରୋଡ ଷ୍ଟେଶନରେ ପହଞ୍ଚିଛି। ଏଥିରେ ୫ଟି ଜିଲାରୁ ୧୯୧ଜଣ ପ୍ରବାସୀ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ବଲାଙ୍ଗୀର ୧୪, ବୌଦ୍ଧ ୩, ଖୋର୍ଦ୍ଧା ୪୨, ନୟାଗଡ଼ ୧୦୭ ଏବଂ ପୁରୀର ୨୫ ପ୍ରବାସୀ ଅଛନ୍ତି । ଷ୍ଟେଶନରେ ଏମାନଙ୍କ ଥର୍ମାଲ ସ୍କ୍ରିନିଂ, ପଞ୍ଜୀକରଣ ଏବଂ ଡାହାଣ ହାତରେ ଷ୍ଟାମ୍ପ ମରାଯାଇ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ଜିଲାକୁ ପଠାଇ ଦିଆଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବରେ ଚିକିତ୍ସା ପାଇଁ ଚାଲିଗଲା ରୋଗୀଙ୍କ ଜୀବନ! ସାକ୍ଷୀଗୋପାଳ ଡାକ୍ତରଖାନାରେ ଉତ୍ତେଜନା, ଅବହେଳାରୁ…

ସାକ୍ଷୀଗୋପାଳ,୨୮। ୪ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ଡାକ୍ତରଖାନାକୁ ଆସିଥିବା ଜଣେ ରୋଗୀଙ୍କର ମଙ୍ଗଳବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ, କହିଲେ-ସରକାରୀ ଯୋଜନାର…

ଛତ୍ରପୁର,୨୮।୪(ଦିଲୀପ ସାମଲ): ୨୦୦୦  ମସିହା  ବ୍ୟାଚର ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସଚ୍ଚିଦାନନ୍ଦ  ନାୟକ ମଙ୍ଗଳବାର ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ…

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା

ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ…

ଭଞ୍ଜନଗରରେ ଝଡ ତୋଫାନ ସହ ପ୍ରବଳ ବର୍ଷା: ଭାଙ୍ଗିଲା ଗଛ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୧ ଟା ରୁ ୪ ଟା ପର୍ଯ୍ୟନ୍ତ ଝଡ଼ତୋଫାନ ସହ ମଝିରେ ମଝିରେ ତୁହାକୁ ତୁହା…

HDFC ୟୁଜର୍ସ ସାବଧାନ! ମେ ୧୫ରୁ ବଦଳିବ ଏହି ନିୟମ…

ନୂଆଦିଲ୍ଲୀ,୨୮।୪: HDFC ବ୍ୟାଙ୍କ ଏହାର Regalia Gold କ୍ରେଡିଟ କାର୍ଡର ରିଓ଼୍ବାର୍ଡ ଗଠନ ଏବଂ ଯାତ୍ରା ଲାଭରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏହି ନୂତନ ନିୟମଗୁଡ଼ିକ…

ବିଳମ୍ବରେ ରାତିରେ ଶୋଇବା ଅର୍ଥାତ୍‌ ମୃତ୍ୟୁକୁ ନିମନ୍ତ୍ରଣ କରିବା, ଆପଣ ଏହି ୫ ଗମ୍ଭୀର ରୋଗର ହୋଇପାରନ୍ତି ଶିକାର

ଆଜିକାଲିର ଦ୍ରୁତ ଗତିରେ ଜୀବନରେ, ଲୋକମାନେ ପ୍ରାୟତଃ ରାତି ୧୦ଟା ପରେ ମଧ୍ୟ ଘଣ୍ଟା ଘଣ୍ଟା ଫୋନରେ ଏବଂ କାମରେ ବିତାଇ ଦିଅନ୍ତି। କିନ୍ତୁ ଆପଣ କ’ଣ…

ଆପଣଙ୍କ ମୃତ୍ୟୁ ପରେ କିଏ ଚଲାଇବ Facebook-Instagram? ସରକାର ଆଣିଲେ ଉତ୍ତରାଧିକାରୀ ବାଛିବା ନିୟମ

ନୂଆଦିଲ୍ଲୀ,୨୮।୪: Facebook, Instagram, WhatsApp, LinkedIn, ଏବଂ Telegram ଭଳି ଡିଜିଟାଲ ସମ୍ପତ୍ତିଗୁଡ଼ିକ ବ୍ୟକ୍ତିଗତ ସଂସ୍ଥା। ଏହି ପ୍ଲାଟଫର୍ମ ମଧ୍ୟରେ, କେବଳ ବାହାର ଲୋକ ହସ୍ତକ୍ଷେପ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri