Posted inଖେଳ

କୋପା ଆମେରିକା: ସେମିରେ ବ୍ରାଜିଲ

ପୋର୍ଟୋ ଆଲେଗ୍ରେ,୨୮।୬(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ଦଳ ଶୁଟ୍‌ଆଉଟ୍‌ ଜରିଆରେ ପାରାଗୁଏକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଏଥିପୂର୍ବରୁ ୨୦୧୧ ଓ ୨୦୧୫ ସଂସ୍କରଣରେ ପାରାଗୁଏ କ୍ୱାର୍ଟର ଫାଇନାଲରେ ଶୁଟ୍‌ଆଉଟ ଜରିଆରେ ବ୍ରାଜିଲକୁ ହରାଇ ବିଦା କରିଥିଲା। ଧାର୍ଯ୍ୟ ସମୟ ପର୍ଯ୍ୟନ୍ତ ମ୍ୟାଚ୍‌ଟି ଗୋଲ ଶୂନ୍ୟ ହୋଇରହିଥିଲା। ଏହାପରେ ଶୁଟ୍‌ଆଉଟ୍‌ରେ ବ୍ରାଜିଲ ୪-୩ ବ୍ୟବଧାନରେ ମ୍ୟାଚ୍‌ ଜିତିନେଇଥିଲା। ପାରାଗୁଏର ଗୁସ୍ତାଭୋ ଗୋମେଜଙ୍କ ଉଦ୍ୟମକୁ ବ୍ରାଜିଲ ଗୋଲକିପର ଆଲିସନ ବେକାର କରି ଦେଇଥିଲେ। ତାଙ୍କ ପରେ ଗତ ମ୍ୟାଚ୍‌ରେ ପେନାଲ୍ଟି ହାତଛଡ଼ା କରିଥିବା ଗାବ୍ରିଏଲ ଜିସସଙ୍କ ବ୍ରାଜିଲ ଲାଗି ବିଜୟ ସୂଚକ ଗୋଲ ଦେଇଥିଲେ। ବ୍ରାଜିଲ ପରବର୍ତ୍ତୀ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ଆର୍ଜେଣ୍ଟିନା ଓ ଭେନେଜୁଏଲା ମଧ୍ୟରେ ହେବାକୁ ଥିବା କ୍ୱାର୍ଟର ଫାଇନାଲର ବିଜେତାକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri