ଷ୍ଟକ୍ହୋମ୍,୪ା୧୧:କ୍ଷମତାରେ ଥିବା ଲୋକେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟର ସମାଧାନକୁ ପ୍ରାଥମିକତା ଦେଉନାହାନ୍ତି। ତେଣୁ ଇଜିପ୍ଟରେ ହେବାକୁ ଥିବା କୋପ୍ ୨୭ରେ ଯୋଗଦେବେ ନାହିଁ ବୋଲି ସୁଇଡେନ୍ର ପରିବେଶ କର୍ମୀ ଗ୍ରେଟା ଥନ୍ବର୍ଗ କହିଛନ୍ତି।
ଜାତିସଂଘର ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ୨୭ତମ ସମ୍ମିଳନୀ ନଭେମ୍ବର ୬ରେ ଆରମ୍ଭ ହେବ। ଇଜିପ୍ଟର ରେଡ୍ ସି ରିସର୍ଟ ଟାଉନ୍ ଶାର୍ମ ଏଲ୍-ଶେଖ୍ରେ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ପ୍ରାୟ ୨୦୦ ଦେଶର ପ୍ରତିନିଧି ଯୋଗଦେବେ। ଏନେଇ ଫ୍ରାଇଡେଜ୍ ଫର୍ ଫୁଚର ପ୍ରତିଷ୍ଠାତା ୧୯ ବର୍ଷୀୟ ଗ୍ରେଟା କହିଛନ୍ତି, ସେ କ୍ଲାଇମେଟ୍ ସମିଟ୍ରେ ସାମିଲ ହେବେ ନାହିଁ, ଯେଉଁଠି ବିଭିନ୍ନ ରାଷ୍ଟ୍ରର ସରକାରଙ୍କ ପ୍ରତିନିଧିମାନେ ବିଶ୍ୱର କ୍ରମବର୍ଦ୍ଧିଷ୍ଣୁ ତାପମାତ୍ରା ହ୍ରାସ ପାଇଁ ପଦକ୍ଷେପ ନେବା ନାମରେ ଯୋଗଦେବେ। ଏହା ସେମାନଙ୍କ ପାଇଁ କେବଳ ଦୃଷ୍ଟି ଆକର୍ଷଣର ଏକ ସୁଯୋଗ। କ୍ଷମତାସୀନ ଲୋକେ ବାସ୍ତବରେ ଜଳବାୟୁ ସଙ୍କଟକୁ ଗୁରୁତ୍ୱ ଦେଉନାହାନ୍ତି। ସେମାନଙ୍କ ପ୍ରାଥମିକତା ଅନ୍ୟ କୌଣସି ବିଷୟ ପ୍ରତି ରହିଥିବା ଏଥିରୁ ପ୍ରମାଣିତ ହୋଇଛି ବୋଲି ଗ୍ରେଟା କହିଛନ୍ତି। ଅନ୍ୟପକ୍ଷେ କିଏ ଯୋଗଦେବେ ଓ କିଏ ଅନୁପସ୍ଥିତ ରହିବେ ସେହି ନିଷ୍ପତ୍ତି ସମ୍ପୃକ୍ତ ବ୍ୟକ୍ତିଙ୍କ ଅଧିକାର ବୋଲି ଜାତିସଂଘରେ ଆମେରିକାର ଜଳବାୟୁ ପ୍ରତିନିଧି ଜନ୍ କେରି କହିଛନ୍ତି।
Posted inHome, Home Left, ଅନ୍ତର୍ଜାତୀୟ View All
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…
Archives

