Posted inଖେଳ

କୋବେଙ୍କ ସମେତ ସମସ୍ତଙ୍କ ମରଶରୀର ପରିବାରକୁ ପ୍ରଦାନ

କାଲିଫର୍ନିଆ, ୪।୨- କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି କୋବେ ବ୍ରାୟଣ୍ଟ ଓ ତାଙ୍କ ଝିଅ ଜିଆନାଙ୍କ ସମେତ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଅନ୍ୟ ୭ଜଣଙ୍କ ମୃତ ଶରୀରକୁ ମଙ୍ଗଳବାର ତାଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଲସ୍‌ ଏଞ୍ଜେଲ୍ସ କଣ୍ଟ୍ରି ମେଡିକାଲ ଏକ୍ସାମାଇନର-କର୍ନର ଅଫିସ ପକ୍ଷରୁ ଏହା କୁହାଯାଇଛି। ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ୯ଜଣଙ୍କ ମୃତଦେହକୁ ଅଫିସିଆଲ ଭାବେ ଚିହ୍ନଟ କରାଯାଇଛି ବୋଲି ଗତ ସପ୍ତାହରେ କର୍ନର ଅଫିସ ପକ୍ଷରୁ ଘୋଷଣା କରାଯାଇଥିଲା। ଜାନୁୟାରୀ ୨୬ରେ ଏକ ବାଳିକା ବାସ୍କେଟବଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ୪୧ ବର୍ଷୀୟ କୋବେ ଓ ତାଙ୍କ ୧୩ ବର୍ଷୀୟା ଝିଅ ଜିଆନାଙ୍କ ସମେତ ମୋଟ୍‌ ୯ଜଣ ଥାଉଜାଣ୍ଡ ଓରାକସ୍ଥିତ ମାମ୍ବା ସ୍ପୋଟର୍‌ସ ଏକାଡେମୀକୁ ହେଲିକପ୍ଟରରେ ଯାଉଥିଲେ। କିନ୍ତୁ କାଲିଫର୍ନିଆସ୍ଥିତ କାଲବାସାସ୍‌ଠାରେ ଏହି ହେଲିକପ୍ଟର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଯେଉଁଥିରେ ପାଇଲଟ୍‌ଙ୍କ ସମେତ ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri