ମୁଖ୍ୟମନ୍ତ୍ରୀଙ୍କ କରୋନା ସ୍ଥିତି ସମୀକ୍ଷା: ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୫ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟତଃ ବାହାରୁ ଆସୁଥିବା  ଶ୍ରମିକମାନଙ୍କ ପାଇଁ ଆବଶ୍ୟକୀୟ ବ୍ୟବସ୍ଥା, ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର, ପରୀକ୍ଷଣ, କୋଭିଡ ଚିକିତ୍ସା ପାଇଁ ଆବଶ୍ୟକୀୟ ଉପକରଣ ସଂଗ୍ରହ, ଫସଲ ପରିସ୍ଥିତି ଆଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ଆଗାମୀ ଦିନରେ କରୋନା ମୁକାବିଲାକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ରାଜ୍ୟରେ ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି, ଗ୍ରୀନ ଜୋନରେ କୃଷି କାର୍ଯ୍ୟ, ଶିଳ୍ପ, ଜୀବନଜୀବିକା ସ୍ବାଭାବିକ, ଚାଷୀ ଓ ଏସ୍‌ଏଚଜିମାନଙ୍କ ଋଣ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri