କୋଭିଡ-୧୯ ନିୟମ ଉଲ୍ଲଂଘନ: ୨୪ ଘଣ୍ଟାରେ ୩୨୪ ମାମଲା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ୨୭ ମାର୍ଚ୍ଚରୁ ୨୮ ମାର୍ଚ୍ଚ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୩୨୪ ମାମଲା ଦାୟର ହୋଇଛି। ସେଥିମଧ୍ୟରୁ୩୦୮ଟି ମାମଲା ଲକ୍‌ଡାଉନ୍‌ ସମ୍ପର୍କିତ ହୋଇଥିବା ବେଳେ ୧୫ଟି ହୋମ କ୍ୱାରେଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୧ଟି କୋଭିଡ-୧୯ ନିୟମ ଉଲ୍ଲଂଘନ କରିଥିବା ମାମଲା ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri