କୋଭିଡ-୧୯: ପୂର୍ବତନ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୫ ।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା । ଏବେ ଏହାର ମୁକାବିଲା କରିବା ସରକାରଙ୍କ ପାଇଁ ଯେମିତି ଏକ ଚ୍ୟାଲେଞ୍ଜ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପ୍ରତିଭା ଦେବୀ ସିଂ ପାଟିଲ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଓ ଏଚ୍‌.ଡି ଦେବେଗୌଡାଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି । ସୂଚନାଗୋଯ୍ୟ, ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିବା ସମସ୍ତଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri