Posted inଜାତୀୟ

କୋଭିଡ-୧୯: ମହାକାଳେଶ୍ୱର ମନ୍ଦିରରେ ହେଲା ଭଷ୍ମ ଆଳତି

ଉଜ୍ଜୟିନୀ,୧୭।୩: ମହାମାରୀ କରୋନା ଭୟରେ ଏବେ ଦେଶର ଅଧିକାଂଶ ଜନଗହଳି ପୂର୍ଣ୍ଣ ସ୍ଥାନକୁ ବନ୍ଦ କରି ଦିଆଯାଇଛି। ମଲ୍‌, ସିନେମା ହଲ୍‌ଠାରୁ ଆରମ୍ଭ କରି ବଡ ବଡ ମନ୍ଦିର ସବୁକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ମଧ୍ୟପ୍ରଦେଶ ଉଜ୍ଜୟିନୀରେ ଥିବା ମହାକାଳେଶ୍ୱର ମନ୍ଦିର ସୋମବାରଠାରୁ ଭକ୍ତଙ୍କ ପାଇଁ ବନ୍ଦ କରି ଦିଆଯାଇଥିବା ବେଳେ ଏଠାରେ କିନ୍ତୁ ପୂଜକମାନେ ମନ୍ଦିର ଭିତରେ ଭଷ୍ମ ଆଳତି କରିଥିବା ଜଣାପଡିଛି। ମନ୍ଦିରର ରୀତିନୀତି ଅନୁଯାୟୀ ପୂଜା କରାଯାଉଥିବା ବେଳେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ମନ୍ଦିରକୁ ବନ୍ଦ ରଖାଯାଇଛି। ସୂଚନାଯୋଗ୍ୟ, ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ୧୧୭ରେ ପହଞ୍ଚିଥିବା ଦୃଷ୍ଟିରୁ ଏହାକୁ ଦେଖି ବିଶେଷ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri