କୋଭିଡ୍‌ ଆମ୍ବୁଲାନ୍ସରୁ ଓହ୍ଲାଇ ନଳକୂପରେ ପିଇଲେ ପାଣି: ସାନିଟାଇଜ୍‌ ହେଲା ଗ୍ରାମ, ଲୋକେ ଭୟଭୀତ

ପାଟପୁର,୧୫ା୫(ଡି.ଏନ୍‌.ଏ.)- କୋଭିଡ୍‌-୧୯ ଆମ୍ବୁଲାନ୍ସରୁ ଓହ୍ଲାଇ ୨ ଅନ୍ତେବାସୀ ଗ୍ରାମ ନଳକୂପରୁ ପାଣି ପିଇବା ପରେ ଗଁା ସାନିଟାଇଜ୍‌ କରାଯାଇଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଅଞ୍ଚଳରେ।
ଏକ କୋଭିଡ୍‌-୧୯ ଆମ୍ବୁଲାନ୍ସ ଗୁରୁବାର ମଧ୍ୟାହ୍ନରେ ସଙ୍ଗରୋଧ ଗୃହରୁ ୨ଜଣଙ୍କୁ ନେଇ ଯାଉଥିଲା। ଦୟାନିଧିପୁର ଗ୍ରାମ ନଳକୂପରୁ ସେମାନେ ଓହ୍ଲାଇ ପାଣି ପିଇଥିଲେ। କରୋନା ପଜିଟିଭ ବାହାରିବା ପରେ ସେମାନଙ୍କୁ କୋଭିଡ୍‌ ହସ୍‌ପିଟାଲକୁ ନିଆଯାଉଥିବା ଅନୁମାନ କରି ଗ୍ରାମବାସୀ ଭୟଭୀତ ହୋଇ ପଡିଥିଲେ। ବ୍ଲକ ଅଧ୍ୟକ୍ଷା ସଙ୍ଗୀତା ବେହେରାଙ୍କୁ ଫୋନ୍‌ କରି ଗଁାରେ ସଂକ୍ରମଣ ଭୟ ରହିଥିବା ନେଇ ଜଣାଇଥିଲେ। ପରେ ବ୍ଲକ ପ୍ରଶାସନ ସହାୟତାରେ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଗଁାରେ ପହଞ୍ଚତ୍ ଦୟାନିଧିପୁର ଓ ବଢିଆଓସ୍ତା ଗ୍ରାମକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri