କୋଭିଡ୍‌ ଫଣ୍ଡକୁ ଶବର ସମାଜ କଲ୍ୟାଣ ସମିତିର ସହାୟତା

ଆର.ଉଦୟଗିରି,୨୧ା୪(ଡି.ଏନ.ଏ.)- ଗଜପତି ଜିଲା ଆଦିବାସୀ ଶବର ସମାଜ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିକୁ ଏକ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏନେଇ ଏକ ଚେକ ଶବରପଲ୍ଲୀ ଶ୍ରୀରାମପୁର ସ୍ଥିତ ଶବର କଲ୍ୟାଣ ସମିତି କାର୍ଯ୍ୟାଳୟ ଶବର ସମାଜ ଓଡିଶା ସର୍ବୋଚ୍ଚ ସଭାପତି ଝାମ୍ପୁରା ରଇତ, ସମ୍ପାଦକ କୁଷ୍ଣଚନ୍ଦ୍ର ଗମାଙ୍ଗ, ସହ ସମ୍ପାଦକ କର୍ଣ୍ଣରଥି ରଇତ, କୋଷାଧ୍ୟକ୍ଷ ଚିତ୍ତରଞ୍ଜନ ରଇତ, ଗଜପତି ଜିଲା ସଭାପତି ଦଣ୍ଡପାଣି ବଡମୁଣ୍ଡି ଓ ସମ୍ପାଦକ ଅର୍ଜୁନ ରଇତ ପ୍ରମୁଖ ସ୍ଥାନିୟ ବିଡିଓ ପ୍ରଦିପ କୁମାର ନାୟକଙ୍କୁ ତାଙ୍କ କାର୍ଯ୍ୟଳୟରେ ପ୍ରଦାନ କରିଥିଲେ। କରୋନା ବିପର୍ଯ୍ୟୟବେଳେ ସାହାଯ୍ୟ କରିବା ଶବର ସମାଜର ସକରାତ୍ମକ ମାନସିକତା ପ୍ରେରଣାର ଉତ୍ସ ବୋଲି ବିଡିଓ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri