କୋଭିଡ୍‌ ଫଣ୍ଡକୁ ଶିକ୍ଷକ ଦେଲେ ୪.୮୩ ଲକ୍ଷ

ଶେରଗଡ଼,୨୮ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ଶିକ୍ଷକମାନେ ଦିନକର ଦରମା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ଫଣ୍ଡକୁ ପ୍ରଦାନ କରିଛନ୍ତି। ବ୍ଲକ ଶିକ୍ଷକ ସଂଘ ପକ୍ଷରୁ ୪ଲକ୍ଷ ୮୩ହଜାର ୪୪୧ଟଙ୍କା ସୋମବାର ଶେରଗଡ଼ସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ କରାଯାଇଛି। ଏହି ସମୟରେ ଶିକ୍ଷକ ସଂଘର ସଭାପତି ପ୍ରଫୁଲ୍ଲ କୁମାର ପଣ୍ଡା, ବରିଷ୍ଠ ଶିକ୍ଷକ କାଳୀ ଚରଣ ଚୋଧୁରୀ, ବିଇଓ ଭାସ୍କର ଲେଙ୍କା, ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri