କୋଭିଡ୍‌ ଫଣ୍ଡକୁ ସହାୟତା ସହ ମାସ୍କ, ସାବୁନ ବାଣ୍ଟୁଛନ୍ତି ସୁଦର୍ଶନ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ ଗମାଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସୁଦର୍ଶନ ମଲ୍ଲିକ କୋଭିଡ୍‌ ଫଣ୍ଡକୁ ସହାୟତା ସହ ସାବୁନ ଓ ମାସ୍କ ବାଣ୍ଟି ଉଦାହରଣ ସୃଷ୍ଟି କରିଛନ୍ତି। ସୁଦର୍ଶନ ରବିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌)କୁ ୧୦,୫୦୦ ଟଙ୍କା ଆର୍ଥିକ ସହାୟତା ରାଇକିଆ ବିଡ଼ିଓଙ୍କ ଜରିଆରେ ପ୍ରଦାନ କରିଛନ୍ତି। ଏଥିସହ ସେ କିଛିଦିନ ହେଲା ଗଁା ଗଁାରେ ବୁଲି ଲୋକଙ୍କୁ ମାସ୍କ ଓ ସାବୁନ ମଧ୍ୟ ବାଣ୍ଟୁଛନ୍ତି। ଏଭଳି ସଙ୍କଟ ପରିସ୍ଥିତିରେ ସୁଦର୍ଶନଙ୍କ ସାହାଯ୍ୟ ମନୋବୃତ୍ତିକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri