କୋଭିଡ୍‌-୧୯ ଆଇନ ଉଲ୍ଲଂଘନ, ୮ ଗିରଫ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯ ଉଲ୍ଲଂଘନ ନେଇ ସଦର ଥାନା ପୋଲିସ ୮ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କାଇପଦର ଅଞ୍ଚଳର ସତ୍ୟରଞ୍ଜନ ସାହୁ(୨୧), ଟୁକୁନା ରାଉତରାୟ(୪୫), ଆଲାଉଦ୍ଦିନ(୪୮) ଓ ବାବୁ ପାତ୍ର, ଦେଇଳପୁଟର ସତ୍ୟବାନ ପାଲଟାସିଂ(୩୦) ଏବଂ ସିଆଲିଆର ସଞ୍ଜୟ କାଳିଆ(୨୯), ଜିତେନ୍ଦ୍ର ସାମନ୍ତରାୟ(୫୩) ଓ ତପନ ପାତ୍ର(୨୬)। ଏ ନେଇ ଥାନାରେ ପୃଥକ ଭାବେ ଆଇପିସି ଦଫା ୧୮୮/୨୬୯/୨୭୦/୩୪ କେଶ ନଂ୬୩/୬୪/୬୫ ରେ ମାମଲା ରୁଜୁ ହୋଇଛି ବୋଲି ସଦର ଥାନାଧିକାରୀ ଅନିତା ସାହୁ କହିଛନ୍ତି। ଗିରଫ ଅଭିଯୁକ୍ତମାନେ କୋଭିଡ-୧୯ ଆଇନକୁ ଉଲ୍ଲଂଘନ କରି ଚାହା ଓ ପାନ ଦୋକାନ ଖୋଲି ବେପାର କରୁଥିବା ଅଭିଯୋଗରେ ଗିରଫ କରାଯାଇଥିବା ଥାନାଧିକାରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri