କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ଅଭିଯୋଗ: ୨୪ ଘଣ୍ଟାରେ ୨୧୩ ମାମଲା ରୁଜୁ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ ଅଭିଯୋଗରେ ଏପ୍ରିଲ ୯ରୁ ଏପ୍ରିଲ ୧୦ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୧୩ଟି ମାମଲା ରୁଜୁ ହୋଇଛି। ସେଥିରୁ ୨୦୫ ମାମଲା ଲକ୍‌ଡାଉନ୍‌ ସମ୍ପର୍କିତ ହୋଇଥିବା ବେଳେ ୩ଟି ଗୁଜବ ସୃଷ୍ଟି ପାଇଁ ଏବଂ ୫ଟି କୋଭିଡ-୧୯ ସମ୍ପର୍କିତ ନିୟମ ଭଙ୍ଗ ପରିପ୍ରେକ୍ଷୀରେ ରହିଛି। ଗୁଜବ ପ୍ରଚାର ଅଭିଯୋଗରେ ପୋଲିସ ୬୩ଜଣଙ୍କୁ ଗିରଫ କରିଛି ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri