କୋଭିଡ୍‌-୧୯ ସଙ୍ଗରୋଧ ସ୍ଥଳ ବୁଲି ରନ୍ଧାଖାଦ୍ୟର ମାନ ପରଖିଲେ ଜିଲାପାଳ

ଭଟ୍‌ଲି,୧୧।୪(ଡି.ଏନ୍‌.ଏ.): ବର୍ତ୍ତମାନ ଅଧିକାଂଶ ସ୍ଥାନରେ କୋଭିଡ୍‌-୧୯ ପାଇଁ ଅସହାୟମାନଙ୍କୁ ସରକାରଙ୍କ ପକ୍ଷରୁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଉଥିବା ବେଳେ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏହି ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି। ତେବେ ଶନିବାର ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପଧାନ ଏହି ମର୍ମରେ ଭଟଲି ବ୍ଲକ୍‌ର ବିଭିନ୍ନ ସଙ୍ଗରୋଧ ସ୍ଥଳ ଏବଂ ରନ୍ଧାଖାଦ୍ୟ ବ୍ୟବସ୍ଥାର ତଦାରଖ କରି ମାନ ଯାଞ୍ଚ କରିଥିଲେ। ସେ ଭଟଲି ପଞ୍ଚାୟତ ଅନ୍ତର୍ଗତ ଶାନ୍ତି ସରକାରୀ ବାଳିକା ଉପ୍ରା ବିଦ୍ୟାଳୟ ଗସ୍ତ କରି ସେଠାରେ ଅସହାୟଙ୍କ ପାଇଁ ରନ୍ଧା ହେଉଥିବା ଖାଦ୍ୟର ମାନ ଯାଞ୍ଚ କରିବା ସହିତ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ପିଡିଏସ୍‌ ଚାଉଳ ବଣ୍ଟନ ବ୍ୟବସ୍ଥା ପରଖିଥିଲେ। ଏହାସହିତ ପିଡିଏସ୍‌ ସେଣ୍ଟରରେ ହିତାଧିକାରୀଙ୍କ ପାଇଁ ଉଚିତ ବ୍ୟବସ୍ଥା କରିବା ପାଇଁ ଇଓ ଗୋବର୍ଦ୍ଧନ ମେହେର ଏବଂ ସରପଞ୍ଚ କିଶୋର ଚନ୍ଦ୍ର ବେହେରାଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ତଜାଗୋଲା, କମଗାଁ, କୋଶାଇପାଲି, ହାଲୁପାଲି ଆଦି ପଞ୍ଚାୟତର ବ୍ୟବସ୍ଥା ପରଖିବା ସହିତ କେଲେଣ୍ଡାପାଲି ପଞ୍ଚାୟତର କନକବିରା, ହାତୀସର ପଞ୍ଚାୟତର ଝାଙ୍କରପାଲି ଆଦି କେନ୍ଦ୍ର ବୁଲି ଦେଖିଥିଲେ। ଏଥିସହ ପ୍ରତ୍ୟେକ ପଞ୍ଚାୟତର ସଙ୍ଗରୋଧ ସ୍ଥଳୀ ନକଟରେ ଗୋଟିଏ ଖାଲି କୋଠରି ପ୍ରସ୍ତୁତ କରି ରଖିବାକୁ ପରାମର୍ଶ ଦେଇଥିଲେ। ଶେଷରେ କାର୍ଯ୍ୟର ତ୍ୱରାନ୍ବିତ ଦିଗ ପ୍ରତି ବିଶେଷ ଧ୍ୟାନ ଦେବାକୁ ବିଡିଓ ଧୀରେନ୍ଦ୍ର କୁମାର ସେଠୀଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri