Posted inକଟକ

କୋରକୋରାର ବୋରିକ ମେଲଣ ସ୍ଥଗିତ

କଣ୍ଟାପଡା,୩।୪(ଡି.ଏନ.ଏ.):- କଟକସଦର ଥାନା ଅନ୍ତର୍ଗତ କୋରକୋରା ଗ୍ରାମରେ ଅନୁଷ୍ଠିତ ହେଉଥିବା ପାରମ୍ପରିକ ବୋରିକ ମେଲଣକୁ ମହାମାରୀ କୋରନା ଯୋଗୁ ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଚଳିତ ଏପ୍ରିଲ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ମେଲଣକୁ ସ୍ଥଗିତ ରଖିବାପାଇଁ ମେଲଣ କମିଟି ପକ୍ଷରୁ ଶୁକ୍ରବାର ନିଷ୍ପତ୍ତି ନିଆଯାଇଛି। ମେଲଣ ବନ୍ଦ ପାଇଁ କମିଟି ସଭାପତି ବୈଦ୍ୟନାରାୟଣ ସ୍ବାଇଁ, ଉପଦେଷ୍ଟା ପ୍ରଦୀପ ସ୍ବାଇଁ, ସାଧାରଣ ସମ୍ପାଦକ ସମୀର ସାମନ୍ତରାୟ, ସହସମ୍ପାଦକ ଆଲୋକ ସ୍ବାଇଁଙ୍କ ସମେତ ସୁଦର୍ଶନ ପଣ୍ଡା, ନରୋତ୍ତମ ପାତ୍ର, ଅଜୟ ବିଶ୍ୱାଳ, ନୀଳକଣ୍ଠ ଦଳାଇ ପ୍ରମୁଖ ସଦସ୍ୟ ସହମତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri