କୋରାପୁଟ ଓଡ୍ରାଫ ଟିମ୍‌କୁ ପଶ୍ଚିମବଙ୍ଗର ପ୍ରଶଂସା

ଜୟପୁର ୩୦ା୫ (ନି.ପ୍ର.)-ଅମ୍ଫନ୍‌ ବାତ୍ୟାରେ ପଶ୍ଚିମବଙ୍ଗରେ ବହୁ କ୍ଷୟକ୍ଷତି ହୋଇଛି ା ଏହି ପରିସ୍ଥିତିରେ ଓଡ଼ିଶା ସରକାର ପଶ୍ଚିମବଙ୍ଗକୁ ସହଯୋଗର ହାତ ବଢ଼ାଇ କୋରାପୁଟ ଓଡ୍ରାଫ ଟିମ୍‌ ପଠାଇଥିଲେ ା ଏହି ଟିମ୍‌ ପଶ୍ଚିମବଙ୍ଗରେ ପହଞ୍ଚତ୍ ପଶ୍ଚିମବଙ୍ଗର ବଡୋଦରାରେ ଅମ୍ଫନ ଯୋଗୁ ୪ଶହ ବର୍ଷ ପୁରୁଣା ବରଗଛ ଉପୁଡି ପଡ଼ି ରାସ୍ତା ଅବରୋଧ ହୋଇଥିଲା ା ଏନେଇ ସେଠାକାର ଜନସାଧାରଣ ଏବଂ ପ୍ରଶାସନ ଏହାକୁ ହଟାଇ ନ ପାରି ହଇରାଣ ହେଉଥିଲେ। କୋରାପୁଟର ଓଡ୍ରାଫ ଟିମ୍‌ ପହଞ୍ଚତ୍ ଏହି ଗଛକୁ ଧର୍ଯ୍ୟ ଓ ସାହସିକତାର ସହ ହଟାଇ ଉକ୍ତ ରାସ୍ତାରେ ଯାତାୟାତ ସ୍ବାଭାବିକ କରିଥିଲେ। ଟିମ୍‌ର ଏପରି ସାହସିକତା ପାଇଁ ପଶ୍ଚିମବଙ୍ଗ ସରକାର ଧନ୍ୟବାଦ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

କୋରାପୁଟ ଜିଲାରେ ୪୭୭ ମିମି ବର୍ଷା: କୁନ୍ଦ୍ରାରେ ସର୍ବାଧିକ ୫୯ ମିମି

କୋରାପୁଟ,୧୧ା୯(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବ୍ଲକ୍‌ରେ ଶୁକ୍ରବାର ୪୭୭ ମିମି ବର୍ଷା ରେକର୍ଡ ହୋଇଛି । ଜିଲାର କୁନ୍ଦ୍ରା ବ୍ଲକ୍‌ରେ ସର୍ବାଧିକ ୫୯ ମିମି ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?