କୋରାପୁଟ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ

ଜୟପୁର,୩୧।୧୨(ଡି.ଏନ.ଏ)ରାଜ୍ୟର ଅନ୍ୟତମ ପୁରାତନ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ ହୋଇଛି ା ଗତ ମଙ୍ଗଳବାର ଦିଲ୍ଲୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ୪୪ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ମୁଖ୍ୟଅତିଥି ଭାବେ ଯୋଗ ଦେଇ ଦୁଇଟି ପୁରସ୍କାର ପ୍ରଦାନ କରିଥିଲେ ା ୨୦୧୬ ନିମନ୍ତେ ଶ୍ରେଷ୍ଠ ଶିଶୁ କାର୍ଯ୍ୟକ୍ରମ ଲାଗି ଜୟପୁର କେନ୍ଦ୍ରର ବରିଷ୍ଠ ଉଦ୍‌ଘୋଷକ ରଞ୍ଜନ ବେହେରା ପୁରସ୍କାର ଗ୍ରହଣ କରିଥିଲେ ା ସେହିପରି ୨୦୧୭ରେ ଲୋକସେବା ପ୍ରସାରଣ ନିମନ୍ତେ ପ୍ରଯୋଜକ ଜଗଦିଶ ଅଧିକାରୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ଦିଲ୍ଲୀଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରସାର ଭାରତୀ ଅଧ୍ୟକ୍ଷ ଏ. ସୂର୍ଯ୍ୟପ୍ରକାଶ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଶିଶଶେଖର ଭୀମପତି, ମହାନିର୍ଦ୍ଦେଶକ ଏଫ. ଶେହରିୟାର ପ୍ରମୁଖ ଉପସ୍ଥିତ ଥିଲେ ା ଜୟପୁର ଆକାଶବାଣୀ କେନ୍ଦ୍ର ୧୯୮୭ରୁ ଲଗାତର ପ୍ରତ୍ୟେକବର୍ଷ ପୁରସ୍କାର ପାଉଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri