କୋରାପୁଟ ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ଅଲଟ୍ରାସାଉଣ୍ଡ୍‌ ମେଶିନ

କୋରାପୁଟ,୧।୮(ସ୍ବ.ପ୍ର.) : କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଦୀର୍ଘଦିନ ପରେ ଅଲଟ୍ରାସାଉଣ୍ଡ ମେଶିନ କାର୍ଯ୍ୟକ୍ଷମ ହୋଇଛି। ସୂଚନାଯୋଗ୍ୟ, ଦୀର୍ଘଦିନ ଧରି ସଦର ମହକୁମା ଡାକ୍ତରଖାନା କୋରାପୁଟରେ ଚାଲୁଥିବାବେଳେ ଏହି ଅଲଟ୍ରାସାଉଣ୍ଡ ମେଶିନ ଅଚଳ ହେବା ପରେ ଏଠାକୁ ଆସୁଥିବା ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାପରେ ଏକ ନୂତନ ମେଶିନ କୋରାପୁଟକୁ ଆସିଥିଲା। ଅନେକ ଦିନ ରହିବା ପରେ ଏହି ମେଶିନ ବୁଧବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ୪ ଜଣଙ୍କ ଅଲଟ୍ରାସାଉଣ୍ଡ କରାଯାଇଛ। ଡାକ୍ତର ମୁକ୍ତିକାନ୍ତ ଖଟୁଆଙ୍କ ତତ୍ତ୍ୱାବଧାନରେ ଏହି ମେଶିନ ପରିଚାଳନା କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri