କୋରାପୁଟରେ ୮୭୦.୮ ମିମି ବର୍ଷା

କୋରାପୁଟ,୯।୮(ସ୍ବ.ପ୍ର.):କୋରାପୁଟ ଜିଲାରେ ଗତ ସୋମବାର ୮୭୦.୮ ମିମି ବର୍ଷା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୪ ମିମି ବର୍ଷା ହୋଇଥିବାବେଳେ ଲକ୍ଷ୍ମୀପୁର ବ୍ଲକରେ ସର୍ବନିମ୍ନ ୬ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୋମବାର ରେକର୍ଡ କରାଯାଇଛି। ଏହି ରେକର୍ଡ ଅନୁଯାୟୀ ଜିଲାର ପଟ୍ଟାଙ୍ଗୀ ବ୍ଲକରେ ୧୪୯, ବୋରିଗୁମ୍ମାରେ ୯୨.୮, କୁନ୍ଦ୍ରାରେ ୮୦.୮, ବୈପାରିଗୁଡାରେ ୭୦ ମିମି, ଲମତାପୁଟରେ ୫୨.୪ ମିମି ବର୍ଷା ରେକର୍ଡ କରାଯାଇଛି। କୋରାପୁଟ ବ୍ଲକରେ ୪୦.୪ମିମି, ଜୟପୁରରେ ୩୯.୮, ସେମିଳିଗୁଡାରେ ୭୧, ବନ୍ଧୁଗାଁରେ ୧୬ ମିମି , ନାରାୟଣପାଟଣାରେ ୯.୬ମିମି , ନନ୍ଦପୁର ବ୍ଳକରେ ୪୧ ମିମି, ଦଶମନ୍ତପୁର ବ୍ଲକରେ ୮ ମିମି ବର୍ଷା ହୋଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ବର୍ଷା ଯୋଗୁ କୋରାପୁଟ ଜିଲାର ସେମିଳିଗୁଡା ବ୍ଲକର ୪ଟି ଘର ଭାଙ୍ଗିଯାଇଥିବା ସୋମବାର ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାପଡିଛି। କୋରାପୁଟ ଜିଲାରେ ଗତ ୩ଦିନ ଧରି ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଏଥିଯୋଗୁ ଜିଲାର ତେଲେଙ୍ଗିରି ଜଳ ଭଣ୍ଡାରର ଜଳସ୍ତର ୬୨୭ ମିଟରକୁ ବୃଦ୍ଧି ପାଇଛି। କୋଲାବ ଜଳଭଣ୍ଡାର ଜଳସ୍ତର ୮୪୮.୬୬ ମିଟରକୁ ବୃଦ୍ଧି ପାଇଛି । ସେହିପରି ଅପର ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳସ୍ତର ୬୩୩.୨୪ ମିଟରକୁ ବୃଦ୍ଧି ପାଇଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର

କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର…

ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବିଧାୟକ: ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ , ଛାତ୍ରୀଛାତ୍ରଙ୍କ ଧାରଣା

ମୋରଡା,୨୨/୬(ସ୍ମାରକ ମାଜୀ): ଜୁନ କୋଡିଏ ତାରିଖରେ ମୟୂରଭଞ୍ଜ ଜିଲାରେ ଭାଜପା ସରକାର ୨ ବର୍ଷ ପୂର୍ତ୍ତି ପାଳନ କରି ସଫଳତାର ଗାଥା ଗାଉଥିବା ବେଳେ ମୋରଡା ନିର୍ବାଚନମଣ୍ଡଳୀ…

ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା…

ପ୍ରକୃତି ପାଠଶାଳାରେ ଗଛ ଚିହ୍ନିଲେ ପିଲା, ପରିବେଶ ସୁରକ୍ଷା ସହ…

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ତିଲୋରୀ ପଞ୍ଚାୟତ ଦୁର୍ଗମ ଗଣ୍ଡିଗୁଡ଼ା ଗ୍ରାମରେ ଶିଶୁମାନଙ୍କର ଏକ ଦିବସୀୟ ପ୍ରକୃତି ପାଠଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ…

ପ୍ରସବ ଯନ୍ତ୍ରଣାରେ ଛଟପଟ ମା’: ଆମ୍ବୁଲାନ୍ସ ରେ ଜନ୍ମ ହେଲା ଛୁଆ, ସୁରକ୍ଷିତ ପ୍ରସବ କରାଇ ପ୍ରଶଂସା ସାଉଁଟିଲେ…

ଦିଗପହଣ୍ଡି,୨୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜନଜାତି ବହୁଳ ଟି. ଗୋବିନ୍ଦପୁର ପଞ୍ଚାୟତ ଗୁହାରିଖୋଲ ଗାଁ ର ଲକ୍ଷ୍ମଣ ଗମାଙ୍ଗଙ୍କ ଗର୍ଭବତୀ ସ୍ତ୍ରୀ  ସସ୍ମିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri