କୋର୍ଟ ପହଞ୍ଚିଲା ‘ଛପାକ’: ରିଲିଜ୍‌ ସ୍ଥଗିତ ରଖିବାକୁ ଆବେଦନ

ମୁମ୍ବାଇ,୯।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଗୋଟିଏ ଦିନ ପରେ ରିଲିଜ୍‌ ହେବାକୁ ଯାଉଛି। ହେଲେ ରିଲିଜ୍‌ ପୂର୍ବରୁ ଏହା ଏବେ କୋର୍ଟରେ ପହଞ୍ଚିଯାଇଛି। ଆଇନଜୀବୀ ଅପର୍ଣ୍ଣା ଭଟ୍ଟ ଫିଲ୍ମର ରିଲିଜ୍‌କୁ ବନ୍ଦ କରିବାକୁ ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟରେ ଆବେଦନ କରିଛନ୍ତି। ଅପର୍ଣ୍ଣା କହିଛନ୍ତି ସେ ବର୍ଷ ବର୍ଷ ଧରି ଏସିଡ୍‌ ପୀଡିତା ଲକ୍ଷ୍ମୀଙ୍କ ପାଇଁ କେଶ୍‌ ଲଢିଛନ୍ତି ହେଲେ ଫିଲ୍ମରେ ତାଙ୍କୁ କୌଣସି କ୍ରେଡିଟ୍‌ ଦିଆଯାଇନାହିଁ। ସେଥିପାଇଁ ସେ ଫିଲ୍ମର ରିଲିଜ୍‌କୁ ସ୍ଥଗିତ ରଖିବାକୁ ଆବେଦନ କରିଛନ୍ତି। ସୂଚନଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ଜଣେ ଲେଖକ ଫିଇ୍ମର କପି ରାଇଟ୍ସକୁ ନେଇ ଅଭିଯୋଗ ଆଣିଥିଲେ। ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଏସିଡ୍‌ ଆଟାର୍କ ପୀଡିତା ଲକ୍ଷ୍ମୀଙ୍କ ଜୀବନ କାହାଣୀ ଉପରେ ଆଧାରିତ। ଏହା ଏଥର ଫ୍ରାଇଡେ ରିଲିଜ୍‌ରେ ପରଦାକୁ ଆସିଥାଆନ୍ତା। ଏହାପରେ ଅପର୍ଣ୍ଣାଙ୍କ ନାଁ ଫିଲ୍ମରେ ସାମିଲ କରିବାକୁ ନିର୍ମାତାଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିଜୟ ପରେ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର: ଭାଜପା ଶୁଣିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ବିଜୟୀ ହେବା ପରେ ଜନ ସୁରାଜର ସଂସ୍ଥାପକ ପ୍ରଶାନ୍ତ କିଶୋର ଏହି ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଙ୍କେତ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

ମୁଖ୍ୟମନ୍ତ୍ରୀ ଥଲାପତି ବିଜୟଙ୍କୁ ସୁପ୍ରିମକୋର୍ଟଙ୍କ ଜୋରଦାର ଝଟ୍‌କା! ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ଏମ. କେ. ଷ୍ଟାଲିନ ସରକାରଙ୍କ ପରେ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଜୋସେଫ ସରକାର ମଧ୍ୟ ରାଜ୍ୟର ଥିରୁପରନକୁନ୍ଦ୍ରମ ପାହାଡ଼ରେ ପବିତ୍ର ଦୀପ ପ୍ରଜ୍ୱଳନ ବିରୋଧରେ…

ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ

ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି।…

ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ଅତ୍ୟଧିକ ଆତ୍ମବିଶ୍ୱାସ ଭାଜପାକୁ ପଡିଲା ମହଙ୍ଗା! ଶୋଚନୀୟ ପରାଜୟ ପରେ ମୁହଁ ଖୋଲିଲେ ନୀତିନ ନବୀନ, କହିଲେ…

ପାଟନା,୪।୮: ଦେଶର ତିନୋଟି ରାଜ୍ୟର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ସୋମବାର ପ୍ରକାଶ ପାଇଛି। ବିହାରର ବାଙ୍କିପୁର ଏବଂ ମଧ୍ୟପ୍ରଦେଶର ଦାତିଆ ଆସନରେ ଅନୁଷ୍ଠିତ ଉପନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri