କୋର୍ଟରୁମ୍‌ରେ ଟଳିପଡ଼ିଲେ ମୋର୍ସି

କାଏରୋ,୧୯ା୬(ଆଇଏଏନ୍‌ଏସ୍‌): ଇଜିପ୍ଟର ପୂର୍ବତନ ରାଷ୍ଟ୍ରପତି ମହମ୍ମଦ ମୋର୍ସି(୬୭) କୋର୍ଟରୁମ୍‌ରେ ଅଚାନକ ଟଳିପଡ଼ିବା ପରେ ଆଖି ବୁଜିଦେଇଛନ୍ତି। ମୋର୍ସିଙ୍କ ପୁତ୍ର ଅହମଦ୍‌ଙ୍କ ସୂଚନା ଅନୁଯାୟୀ, ପିତାଙ୍କୁ ପୂର୍ବ କାଏରୋ ଅଧୀନ ନାସେର ସିଟି ଡିଷ୍ଟ୍ରିକ୍ଟରେ ମୁସଲିମ୍‌ ବ୍ରଦରହୁଡ ଗାଇଡ୍‌ଙ୍କ ନିମନ୍ତେ ଉଦ୍ଦିଷ୍ଟ ସମାଧିସ୍ଥଳରେ କବର ଦିଆଯାଇଛି। କେବଳ ମୋର୍ସିଙ୍କ ପରିବାର ସଦସ୍ୟଙ୍କୁ ସମାଧିସ୍ଥଳରେ ଉପସ୍ଥିତ ରହିବାକୁ ଅନୁମତି ଦିଆଯାଇଥିଲା।
ଇତିହାସରେ ମୋର୍ସି ହେଉଛନ୍ତି ଗଣତାନ୍ତ୍ରିକ ଭାବେ ନିର୍ବାଚିତ ହୋଇଥିବା ଏକମାତ୍ର ରାଷ୍ଟ୍ରପତି। ବିଭିନ୍ନ ଅପରାଧରେ ଜଡିତ ଥିବା ଅଭିଯୋଗରେ ତାଙ୍କ ନାମରେ ଅଦାଲତରେ ମାମଲା ଚାଲୁଥିଲା। ଶାସନ କ୍ଷମତାରେ ଥିବାବେଳେ ସେ ବିଭିନ୍ନ ଆପରାଧିକ କାର୍ଯ୍ୟ ପାଇଁ ୬ ବର୍ଷ ଗୃହ ବନ୍ଦୀ ଥିଲେ ଏବଂ ଅତ୍ୟନ୍ତ ଦୟନୀୟସ୍ଥିତିରେ ଜୀବନ ବିତାଉଥିଲେ। ତାଙ୍କୁ ଏକୁଟିଆ ଏକ କୋଠରି ମଧ୍ୟରେ ରଖାଯାଇଥିଲା ଏବଂ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଉ ନ ଥିଲା। ମୋର୍ସିଙ୍କ ବିରୋଧରେ ଗୁପ୍ତଚର ବୃତ୍ତି ଅଭିଯୋଗର ବିଚାର ଚାଲିଥିବାବେଳେ ସେ କୋର୍ଟରୁମ୍‌ରେ ଅଚାନକ ଟଳିପଡ଼ିଥିଲେ। ତାଙ୍କୁ ତୁରନ୍ତ କାଏରୋ ହସ୍ପିଟାଲ୍‌ ନିଆଯିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri