Posted inଜାତୀୟ

କୋଲକତା ପରେ ଦିଲ୍ଲୀ-ମୁମ୍ବାଇରେ ବି ଡାକ୍ତର ଆନ୍ଦୋଳନ ତେଜିଲା: ରୋଗୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଦିଲ୍ଲୀ ଏମ୍ସର ରେସିଡେଣ୍ଟ ଡକ୍ଟର୍ସ ଆସୋସିଏସନ (ଆରଡିଏ)ର ସଦସ୍ୟମାନେ ଆକ୍ରମଣର ଶିକାର ହୋଇଥିବା ଡାକ୍ତରଙ୍କ ସମର୍ଥନରେ ହେଲମେଟ ଏବଂ ବ୍ୟାଣ୍ଡେଜ ପିନ୍ଧି କାର୍ଯ୍ୟରେ ଯୋଗଦେଇଛନ୍ତି। କିଛି ଡାକ୍ତରଙ୍କ ହାତରେ ପ୍ଲାକାର୍ଡ ମଧ୍ୟ ଥିଲା, ଯେଉଁଥିରେ ଆକ୍ରମଣର ଶିକାର ହୋଇଥିବା ଡାକ୍ତରଙ୍କ ପ୍ରତି ସମର୍ଥନର ବାର୍ତ୍ତା ରହିଥିଲା। କୋଲକାତା ଏବଂ ବର୍ଦ୍ଧମାନ ସହରରେ କିଛି ଜୁନିଅର ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରିବା ଜାରି ରଖିଛନ୍ତି। ସେମାନେ ଅଭିଯୋଗ କରି କହିଛନ୍ତି, ଡାକ୍ତରଙ୍କ ଶତ ପ୍ରୟାସ ସତ୍ତ୍ୱେ ରୋଗୀର ସ୍ବାସ୍ଥ୍ୟାବସ୍ଥା ନସୁଧୁରିଲେ ରୋଗୀମାନଙ୍କ ପରିବାରର ଲୋକେ ଆକ୍ରମଣ କରୁଛନ୍ତି। ଏ କ୍ଷେତ୍ରରେ ସରକାର ଡାକ୍ତରଙ୍କୁ ସୁରକ୍ଷା ଦେବାରେ ବାରମ୍ବାର ବିଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri