କୋଲେଷ୍ଟରଲ ସମସ୍ୟା ଥିଲେ…

ଧନିଆ ପତ୍ର କେବଳ ତରକାରୀର ସ୍ବାଦ ବଢ଼ାଇ ଥାଏ ତାହା ନୁହେଁ ଏଥିରେ ପୋଷକତ୍ତ୍ୱ, ପୋଟାସିୟମ, କ୍ୟାଲସିୟମ, ଭିଟାମିନ୍‌ ଓ ମାଙ୍ଗାନିଜ ଭରପୁର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ:

– ଏଥିରେ ଥିବା କେତେକ ଗୁଣ ଆମକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।

-ଏହା କୋଲେଷ୍ଟରଲସ୍ତର କମ୍‌ ମଧ୍ୟ କରିଥାଏ।

– ଏଥିରେ କ୍ୟାଲୋରି କମ୍‌ ଥାଏ ଯାହା ଓଜନ କମ୍‌ କରିବାରେ ସାହାଯ୍ୟ କରିଥାଏ।

– ପାଚନତନ୍ତ୍ରକୁ ଠିକ୍‌ ଭାବେ କାର୍ଯ୍ୟ କରାଇବା ସହ ଯକୃତକୁ ମଧ୍ୟ ସୁସ୍ଥ ରଖିଥାଏ।

– ମଧୁମେହ ରୋଗୀଙ୍କ ପାଇଁ ମଧ୍ୟ ଏହା ବରଦାନ ସଦୃଶ ହୋଇଥାଏ।

– ରକ୍ତହୀନତା ସହ ହୃତ୍‌ପିଣ୍ଡ ରୋଗୀଙ୍କ ପାଇଁ ମଧ୍ୟ ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri