କୋଲୋରେକ୍ଟାଲ୍‌ କ୍ୟାନସର୍‌ ଆଶଙ୍କାକୁ ହ୍ରାସ କରାଏ ଭିଟାମିନ୍‌-ଡି

ଏକ ଅନ୍ତଃରାଷ୍ଟ୍ରୀୟ ଗବେଷଣାରୁ ଜଣାପଡ଼ିଛି ଯେ, ଶରୀରରେ ଭିଟାମିନ୍‌-ଡି’ର ଉଚ୍ଚସ୍ତର କୋଲୋରେକ୍ଟାଲ୍‌ କ୍ୟାନସର୍‌ ଆଶଙ୍କାକୁ ହ୍ରାସ କରିଥାଏ। ଏହାର ଗବେଷଣା ହାର୍ଭାର୍ଡ ଟିଏଚ୍‌ ଚାନ୍‌ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥ ଦ୍ୱାରା କରାଯାଇଥିଲା। ଯଦିଓ ଏହି ଭିଟାମିନ୍‌ ଆହାର ମାଧ୍ୟମରେ ସହଜରେ ପ୍ରାପ୍ତି ହୋଇ ନ ଥାଏ, ତେଣୁ ଚିକିତ୍ସକ ଭିଟାମିନ୍‌ର ସପ୍ଲିମେଣ୍ଟ୍‌ ସେବନ ପାଇଁ ପରାମର୍ଶ ଦେଇଥାନ୍ତି। ବୃହଦନ୍ତ୍ର କ୍ୟାନସର୍‌(କୋଲୋନ୍‌) ଏବଂ ମଳାଶୟ କ୍ୟାନସର୍‌(ରେକ୍ଟାଲ୍‌) ଏକସଙ୍ଗେ ହେଉଥିବାରୁ ଏହାକୁ କୋଲୋରେକ୍ଟାଲ୍‌ କ୍ୟାନସର୍‌ କୁହାଯାଏ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ଆମେରିକାର ସିଡିସି ମତରେ, ଫୁସ୍‌ଫୁସ୍‌ କ୍ୟାନସର୍‌ ପରେ ବିଶ୍ୱସ୍ତରରେ ଏହା ଦ୍ୱିତୀୟ ସବୁଠୁ ସାଧାରଣ କ୍ୟାନସର୍‌। ଗବେଷଣାରେ ୫୭୦୦ ଜଣ କୋଲୋରେକ୍ଟାଲ୍‌ କ୍ୟାନସର୍‌ ପୀଡ଼ିତଙ୍କୁ ସାମିଲ କରାଯାଇଥିଲା। ଏମାନଙ୍କଠାରେ ଭିଟାମିନ୍‌ ଡି’ର ଅଭାବ ସମ୍ପୂର୍ଣ୍ଣ ଭାବେ ପରିଲକ୍ଷିତ ହୋଇଥିଲା। ୫ ବର୍ଷର ପ୍ରୟାସ ପରେ ଏମାନଙ୍କ ଶରୀରରେ ଭିଟାମିନ୍‌ ଡି’ର ମାତ୍ରା ଉଚ୍ଚସ୍ତରକୁ ଅଣାଯାଇଥିଲା। ପରେ ଦେଖାଗଲା, ୩୧ ପ୍ରତିଶତ ମାମଲାରେ ଏହି ରୋଗର ପ୍ରଭାବ ହ୍ରାସ ପାଇଥିଲା। ଆକଳନରୁ ଜଣାପଡ଼ିଛି, ମହିଳାଙ୍କଠାରେ ଏହି ରୋଗର ଆଶଙ୍କା ୪.୨ ପ୍ରତିଶତ ଥିବାବେଳେ ପୁରୁଷଙ୍କଠାରେ ୪.୫ ପ୍ରତିଶତ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri