Posted inଖେଳ

କ୍ରିକେଟ ଇତିହାସରେ ପ୍ରଥମ

ଆଇସିସିର ନୂଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଏହା ହେଉଛି ପ୍ରଥମ ଟେଷ୍ଟ। ଫଳରେ ଟେଷ୍ଟ କ୍ରିକେଟର ୧୪୨ ବର୍ଷ ଇତିହାସରେ ପ୍ରଥମଥରପାଇଁ ଖେଳାଳିମାନେ ସେମାନଙ୍କ ନାମ ଓ ନମ୍ବର ଲେଖାଥିବା ଟି-ଶାର୍ଟ ପିନ୍ଧିଛନ୍ତି। ଏଜବାଷ୍ଟନ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ୨୦୦୧ ପରଠାରୁ ଗୋଟିଏ ହେଲେ ମ୍ୟାଚ ଜିତି ପାରିନାହିଁ। ଅନ୍ୟପକ୍ଷରେ ଇଂଲଣ୍ଡ ଏଠାରେ ଖେଳିଥିବା ୧୧ଟି ଯାକ ଅନ୍ତର୍ଜାତୀୟ ମ୍ୟାଚରେ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri