Posted inଜାତୀୟ

କ୍ରିକେଟ ଖେଳକୁ ନେଇ ଝଗଡା: ସାଙ୍ଗର ଆଖି ତାଡି ଲୁଣ ପକାଇଦେଲେ ଯୁବକ

ନୂଆଦିଲ୍ଲୀ, ୧୮।୪: ଦକ୍ଷିଣ ଦିଲ୍ଲୀର ନେବ ସରାୟ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। କ୍ରିକେଟ ଖେଳକୁ ନେଇ ଲାଗିଥିବା ଝଗଡା ଯୋଗୁ ସାଙ୍ଗର ଆଖି ତାଡି, ଗଳା କାଟି ହତ୍ୟା କରିଛନ୍ତି ୬ ଯୁବକ। ଲୋକେ ଜାଣିଦେବା ଭୟରେ ମୃତଦେହରେ ଲୁଣ ପକାଇ ଏକ ନାଳରେ ପୋତିଦେଇଥିଲେ। ମୃତ ଯୁବକ ଜଣଙ୍କ ହେଲେ ସୁରଜିତ କଶ୍ୟପ(୨୨)। ସୂଚନାଯୋଗ୍ୟ, ୬ ମାସ ପୂର୍ବରୁ କ୍ରିକେଟକୁ ନେଇ ସାଙ୍ଗମାନଙ୍କ ସହ ଝଗଡା କରିଥିଲେ ସୁରଜିତ। ପରିଣାମସୂରୂପ ଘଟଣାଦିନ ସୁରଜିତଙ୍କୁ ସେମାନେ ଘରୁ ଡାକିନେଇ ହତ୍ୟା କରିଥିଲେ। ପୋଲିସ ଘଟଣାସ୍ଥଳରୁ ମୃତଦେହ ଜବତ କରିବ ସହ ୪ଜଣଙ୍କୁ ଗିରଫ କରିଛି। ଆଉ ଦୁଇଜଣ ଅଭିଯୁକ୍ତ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri