Posted inଖେଳ

କ୍ରିକେଟ ନିଶା: ବିବାହ ସାରି କନ୍ୟାକୁ ଧରି ଘରକୁ ଫେରିଲେ ବର, ଆଉ ତା‘ପରେ…

ଓ୍ବାଶିଂଟନ୍‌,୭।୧୧: ଅନେକ ଦେଶରେ କ୍ରିକେଟର ନିଆରା ଫ୍ୟାନ୍‌ ଆପଣ ଦେଖିଥିବେ। ସେମିତି ଜଣେ ଅଜବ ଫ୍ୟାନ୍‌ ହେଉଛନ୍ତି ହାସନ ତସଲୀନ। ପାକିସ୍ତାନ କ୍ରିକେଟ ଟିମର ଏହି ପ୍ରଂଶସକଙ୍କ ଏକ ଫଟୋ ଆଇସିସି ନିଜ ଟୁଇଟର ପେଜରେ ଅପଲୋଡ କରିଛି। କ୍ରିକେଟ ପ୍ରତି ଥିବା ତାଙ୍କ ଭଲ ପାଇବା ଏବେ ଯେ, ହାସନ ନିଜ ବାହାଘର ଦିନ ବି କ୍ରିକେଟ ମ୍ୟାଚ ଦେଖିବାକୁ ଭୁଲି ନାହାନ୍ତି। ଆମେରିକାରେ ରହୁଥିବା ହାସନ ନିଜ ସ୍ତ୍ରୀଙ୍କ ସହ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଦେଖୁଥିବା ଏକ ଫଟୋ ପୋଷ୍ଟ କରିବା ସହ ଚିଠି ଲେଖିଥିଲେ। ଏହାପରେ ହାସନଙ୍କ କ୍ରିକେଟ ପ୍ରତି ଥିବା ଭଲ ପାଇବାକୁ ଆଇସିସି ସମଗ୍ର ବିଶ୍ୱକୁ ଟୁଇଟ୍‌ କରି କହିଛି। ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଦିନ ହାସନ ଆମେରିକାରେ ବାହା ହୋଇଥିଲେ। ପରମ୍ପରା ଅନୁସାରେ, ନବଦମ୍ପତି ବାହାଘର ପରେ ଘରୁ ଆସି ନିଜ ଲୋକଙ୍କ ବିତାଇ ଥାନ୍ତି। ହାସନ କିନ୍ତୁ ଏହା ନ କରି ସୋଫାରେ ବସି ହାସନ ମ୍ୟାଚ୍‌ ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?