Posted inଖେଳ

କ୍ରିକେଟ ପରେ ଏବେ ଏହି ଖେଳରେ କ୍ୟାରିୟର ଗଢିବାକୁ ଚାହୁଁଛନ୍ତି ବ୍ରାଭୋ

ଚେନ୍ନାଇ, ୨।୭: ଓ୍ବେଷ୍ଟଇଣ୍ଡିଜ ଦଳର ଅଲରାଉଣ୍ଡର ଓ୍ବେନ ବ୍ରାଭୋ କ୍ରିକେଟ ଜଗତରୁ ଅବସର ନେଇସାରିଛନ୍ତି। ଏବେ ସେ କ୍ରିକେଟ ଛାଡି ଶୁଟିଂରେ କ୍ୟାରିୟର ଗଢିବାକୁ ଚାହୁଁଛନ୍ତି ବ୍ରାଭୋ। ଏବେ ଚେନ୍ନାଇରେ ଛୁଟି କାଟୁଥିବା ବ୍ରାଭୋ ସେଠାରେ ଥିବା ଏକ ଶୁଟିଂ ରେଞ୍ଜରେ ପହଞ୍ଚି ଅଭ୍ୟାସ କରିଥିଲେ। ଭାରତୀୟ ଶୁଟର ଗଗନ ନାରଙ୍ଗ ଏହାର ଏକ ଭିଡିଓ ନିଜ ଟୁଇଟରରେ ପୋଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ବ୍ରାଭୋ ୨୦୧୮ରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇସାରଛନ୍ତି। ଏବେ ସେ କେବଳ ଟି-୨୦ ଲିଜ୍‌ ଖେଳୁଛନ୍ତି। ଆଇପିଏଲରେ ସେ ଚେନ୍ନାଇ ସୁପରକିଙ୍ଗ୍ସ ପକ୍ଷରୁ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସଜନା ଶାଗ

ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ହେଉଛି ଶଜନା ଶାଗ। ଏଥିରେ କାଲ୍‌ସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ବିଶେଷଭାବରେ ବ୍ଲଡ୍‌ପ୍ରେସର ସମସ୍ୟା…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri