Posted inଖେଳ

କ୍ରିକେଟ ରେଷ୍ଟୁରାଣ୍ଟ ଉଦ୍‌ଘାଟନ କଲେ ଗାଙ୍ଗୁଲି

କୋଲକାତା,୨୦।୯(ପିଟି): ଏଠାରେ କ୍ରିକେଟ ଉପରେ ଆଧାରିତ ରେଷ୍ଟୁରାଣ୍ଟକୁ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ରେଷ୍ଟୁରାଣ୍ଟରେ ରହିଛି ଭାରତୀୟ କ୍ରିକେଟର ୧୦୦ରୁ ଅଧିକ ସ୍ମାରକୀ। ‘ମୁଁ ଶ୍ରୀଲଙ୍କା, ଇଂଲଣ୍ଡ ଭଳି ଦେଶରେ କ୍ରିକେଟ ଉପରେ ଆଧାରିତ ରେଷ୍ଟୁରାଣ୍ଟ ଦେଖିଛି। କିନ୍ତୁ ଏହା ସମ୍ପୂର୍ଣ୍ଣ ଭିନ୍ନ। ଏଥିରେ ବହୁ ସ୍ମରଣୀୟ ମୂହୁର୍ତ୍ତ ରହିଛି। କ୍ରିକେଟ ଫ୍ୟାନମାନଙ୍କ ପାଇଁ ଏହା ଉପଯୋଗୀ ରେଷ୍ଟୁରାଣ୍ଟ’ ବୋଲି ଗାଙ୍ଗୁଲି କହିଛନ୍ତି। ରେଷ୍ଟୁରାଣ୍ଟରେ ସ୍ଥାନ ପାଇଥିବା ସ୍ମାରକୀରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର, ବିରାଟ କୋହଲି, ମହେନ୍ଦ୍ର ସିଂ ଧୋନୀ, ଭିଭିଏସ୍‌ ଲକ୍ଷ୍ମଣ, ଶାହିଦ ଆଫ୍ରିଦୀ, କ୍ରିସ ଗେଲ, ଡେଭିଡ ଓ୍ବାର୍ନରଙ୍କ ଭଳି ବହୁ କ୍ରିକେଟରଙ୍କ ହସ୍ତାକ୍ଷର ରହିଛି। ବିଭିନ୍ନ ଆଇପିଏଲ ଫ୍ରାଞ୍ଚାଇଜରେ କାର୍ଯ୍ୟ କରିଥିବା ମୋଇନ ବିନ ମକସୁଦ ଏହି ସବୁ ସ୍ମାରକୀକୁ ସଂଗ୍ରହ କରିଛନ୍ତି। ଏହି ରେଷ୍ଟୁରାଣ୍ଟରେ ପ୍ୟାଭିଲିୟନ ମଧ୍ୟ ରହିଛି। ଏଠାରେ ପାରମ୍ପରିକ ତନ୍ଦୁର, ଇଣ୍ଡିଆନ ଓ ଚାଇନିଜ ଫୁଡ୍‌ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri