Posted inଜାତୀୟ

କ୍ରିକେଟରଙ୍କ କଷ୍ଟକୁ ନିଜର ବୋଲି ଭାବୁଥିଲେ ଜେଟଲୀ

ନୂଆଦିଲ୍ଲୀ,୨୪।୮: ରାଜନୀତିର ମହାରଥି ଅରୁଣ ଜେଟଲୀ କେବେବି ବିସିସିଆଇର ଅଧ୍ୟକ୍ଷ ପଦରେ ନ ଥିଲେ। ହେଲେ କ୍ରିକେଟ ପ୍ରତି ତାଙ୍କର ଥିବା ଭଲପାଇବା ବେଶ୍‌ ବାରି ହୋଇ ପଡିଥିଲା। କାରଣ ଭାରତୀୟ କ୍ରିକେଟରମାନେ କେବେ କୌଣସି ଅସୁବିଧାରେ ପଡିଲେ ଜେଟଲୀଙ୍କୁ ମନେ ପକାଉଥିଲେ। ବିରେନ୍ଦ୍ର ସେହଓ୍ବାଗ, ଆଶିଷ ନେହେରା, ଗୌତମ ଗମ୍ଭୀର, ବିରାଟ କୋହଲି, ଇଶାନ୍ତ ଶର୍ମା, ଶିଖର ଧଓ୍ବନଙ୍କ ଭଳି କ୍ରିକେଟରଙ୍କ ସଫଳତା ପଛରେ ଜେଟଲୀଙ୍କର ହାତ ରହିଛି ବୋଲି କୁହାଯାଏ। କାରଣ ଜେଟଲୀ ଡିଡିସିଏର ଅଧ୍ୟକ୍ଷ ଓ ବିସିସିଆଇର ଉପାଧ୍ୟକ୍ଷ ଥିବା ସମୟରେ ହିଁ ଏହି କ୍ରିକେଟରମାନେ ସଫଳତାର ଶୀର୍ଷରେ ପହଞ୍ଚି ପାରିଥିଲେ। ଡିଡିସିଏର ଚୟନକର୍ତ୍ତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସାହିବ ସିଂ ବର୍ମାଙ୍କ ପୁଅ ସିଦ୍ଧାର୍ଥ ବର୍ମା କୁହନ୍ତି କ୍ରିକେଟରଙ୍କ ପାଇଁ ସବୁବେଳେ ଜେଟଲୀଙ୍କ ଦ୍ୱାର ଖୋଲା ଥିଲା। ଆଶିଷ ନେହେରାଙ୍କ ଅପରେଶନ ହେଉ ଅବା ପ୍ରଦିପ ରାଓ୍ବନଙ୍କ ଅପରେଶନ ସମୟରେ ଜେଟଲୀ ନିଜ ଆଡୁ ଇଚ୍ଛା ପ୍ରକାଶ କରି ଏମାନଙ୍କ ପାଖେ ଠିଆ ହୋଇଥିବା ନଜିର ରହିଛି। ଏକଦା ସେହଓ୍ବାଗ ହରିୟାଣାରୁ ଖେଳିବେ ବୋଲି ସ୍ଥିର କରିଥିବା ବେଳେ ତାଙ୍କୁ କିନ୍ତୁ ଦିଲ୍ଲୀ ଫେରାଇ ଆଣିଥିଲେ ଜେଟଲୀ।


Enter your email to get our daily news in your inbox.

All Right Reserved By Dharitri.Com

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri