Posted inଖେଳ

କ୍ରିକେଟରେ ‘ଦ ହଣ୍ଡ୍ରେଡ’ ପ୍ରତିଯୋଗିତା: ଜାଣନ୍ତୁ କେମିତି ଖେଳାଯିବ

ନୂଆଦିଲ୍ଲୀ,୨୨।୧୦: କ୍ରିକେଟକୁ ଅଧିକ ରୋମାଞ୍ଚକ କରିବା ପାଇଁ ବିଭିନ୍ନ ଉପାୟ ଆପଣାଯାଉଛି। ଟି-୨୦ଠାରୁ ଆରମ୍ଭ କରି ୧୦ ଓଭର ବିଶିଷ୍ଟ ମ୍ୟାଚ ମଧ୍ୟ ଆୟୋଜନ କରାଯାଉଛି। ଏବେ ‘ଦି ହଣ୍ଡ୍ରେଡ’ ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି। ୧୦୦ ବଲ ବିଶିଷ୍ଟ ଏହି ପ୍ରତିଯୋଗିତା ଆସନ୍ତା ବର୍ଷ ଜୁଲାଇ ମାସରେ ଇଂଲଣ୍ଡରେ ଆୟୋଜିତ ହେବ। ଉଭୟ ପୁରୁଷ ଓ ମହିଳା ବିଭାଗର ୮ ଲେଖାଏ ଦଳ ଏହି ପ୍ରତିଯୋଗିତାରେ ଭାଗ ନେବେ। ଏହି ଲିଗର ପ୍ରଥମ ସଂସ୍କରଣ ଲାଗି ଖେଳାଳି ନିଲାମ ପ୍ରକ୍ରିୟା ଚାଲିଛି।
ଜାଣନ୍ତୁ କେମିତି ଖେଳାଯିବ ଏହି ପ୍ରତିଯୋଗିତା

-ମ୍ୟାଚ ସମୟ ୨ରୁ ୨.୩୦ ଘଣ୍ଟା ରହିବ
-ପ୍ରତି ଦଳରେ ୧୫ ଖେଳାଳି ରହିବେ, ଶେଷ ଏକାଦଶରେ ୩ ଜଣ ବିଦେଶୀ ଖେଳାଳିଙ୍କୁ ସୁଯୋଗ ମିଳିବ।
-ମ୍ୟାଚ୍‌ର ପ୍ରତ୍ୟେକ ପାଳିରେ ୧୦୦ ବଲ ପକାଯିବ
-ଗୋଟିଏ ଓଭରରେ ୧୦ଟି ବଲ ପକାଯିବ
-ଗୋଟିଏ ଓଭର ଜଣେ ବୋଲର ପକାଇପାରିବ ନଚେତ୍‌ ଭାଗ ଭାଗ କରି ଅର୍ଥାତ୍‌ ଅଧିନାୟକ ଚାହିଁଲେ ଜଣେ ୫ଟି ବଲ୍‌ ଆଉ ଜଣେ ବୋଲର ବାକି ୫ଟି ବଲ୍‌ ପକାଇପାରିବ
-ପାଳିର ପ୍ରଥମ ୨୫ ବଲ ପାୱାର ପ୍ଲେ ରହିବ
-ମ୍ୟାଚରେ ଜଣେ ବୋଲର ଅତିବେଶୀରେ ୨୦ ବଲ ପକାଇ ପାରିବ


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri