Posted inଫୁରସତ

କ୍ରିକେଟ୍‌

ପିଲାଠୁ ବୁଢ଼ା ପର୍ଯ୍ୟନ୍ତ ପ୍ରାୟ ଅଧିକାଂଶଙ୍କୁ କ୍ରିକେଟ୍‌ ଖେଳ ପସନ୍ଦ। ନିଜେ ଖେଳିବା
ବ୍ୟତୀତ କିଏ ଷ୍ଟାଡିଅମ୍‌ରେ ତ କିଏ ଟିଭି ପରଦାରେ ଏହାକୁ ଦେଖିବାର ଆନନ୍ଦ ନିଅନ୍ତି। ତେବେ ଜାଣିବା ଏହି ଖେଳ ସମ୍ପର୍କରେ କିଛି ତଥ୍ୟ…

୧୬ଶ ଶତାବ୍ଦୀରେ ଇଂଲଣ୍ଡରେ ପ୍ରଥମେ ଆରମ୍ଭ ହୋଇଥିଲା ଏହି ଖେଳ । ବର୍ତ୍ତମାନ ପ୍ରାୟ ୧୦୫ଟି ଦେଶରେ ଏହା ଖେଳାଯାଉଥିବା ବେଳେ ୧୨ଟି ଦେଶକୁ ଅନ୍ତର୍ଜାତୀୟ ମାନ୍ୟତା ମିଳିଛି।
ସର୍ବପ୍ରଥମ କ୍ରିକେଟ ମ୍ୟାଚ୍‌ ୧୮୭୬ରେ ମେଲବୋର୍ନଠାରେ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା, ଯେଉଁଥିରେ ଅଷ୍ଟ୍ରେଲିଆ ବିଜୟୀ ହୋଇଥିଲା।
ସର୍ବପ୍ରଥମ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ ୧୯୭୧ ମସିହା ଜାନୁୟାରୀ ୫ ତାରିଖରେ ଅନୁଷ୍ଠିତ ହୋଇଥିଲା।
୧୯୭୫ ମସିହାରେ ସର୍ବପ୍ରଥମ ଓ୍ବାଲର୍‌ଡ କପ୍‌ ମ୍ୟାଚ୍‌ ଖେଳାଯାଇଥିଲା, ଯେଉଁଥିରେ ଓ୍ବେଷ୍ଟଇଣ୍ଡିଜ୍‌ ବିଜୟୀ ହୋଇଥିଲା।
ବର୍ତ୍ତମାନ ସୁଦ୍ଧା ଖେଳାଯାଇଥିବା ଓ୍ବାଲର୍‌ଡ କପ୍‌ ମ୍ୟାଚ୍‌ ଭିତରୁ ସର୍ବାଧିକ ଅର୍ଥାତ୍‌ ୫ଟି ରେକର୍ଡ ଅଷ୍ଟ୍ରେଲିଆ ନାମରେ ରହିଛି। ସେହିପରି ସର୍ବାଧିକ ଏସିଆ କପ୍‌ ଟୁର୍ନାମେଣ୍ଟ ଜିତିବାର ରେକର୍ଡ ଭାରତ ନଁାରେ ରହିଛି।
ଭାରତ ପ୍ରଥମ ଥର ପାଇଁ ୧୯୮୩ରେ କପିଲ ଦେବଙ୍କ ଏବଂ ୨୦୧୧ରେ ମହେନ୍ଦ୍ର ସିଂ ଧୋନୀଙ୍କ କ୍ୟାପ୍ଟେନଶିପ୍‌ରେ ଓ୍ବାଲର୍‌ଡ କପ୍‌ ଜିତିଥିଲା। ସେହିପରି ପ୍ରଥମ ଟି-୨୦ ଓ୍ବାଲର୍‌ଡ କପ୍‌ ମଧ୍ୟ ଭାରତ ଜିତିଥିଲା।
ଭାରତର ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ର ପ୍ରଥମ କ୍ୟାପ୍‌ଟେନ୍‌ ଥିଲେ ଅଜିତ୍‌ ଓ୍ବାଡେକର୍‌।
ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ ଏବଂ ଟେଷ୍ଟ କ୍ରିକେଟ୍‌ରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ରନ୍‌ କରିଥିବା କ୍ରିକେଟର ହେଉଛନ୍ତି ସଚିନ ତେନ୍ଦୁଲକର। ସେହିପରି ୧୦୦ଟି ଶତକ ଏବଂ ଦିନିକିଆ ମ୍ୟାଚ୍‌ରେ ପ୍ରଥମ ଦୁଇଶତକ ରେକର୍ଡ ମଧ୍ୟ ତାଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri