Posted inଖେଳ

କ୍ରିକେଟ୍‌ ପଡିଆରେ ୧୨୪ ବର୍ଷର ରେକର୍ଡ ଭାଙ୍ଗିଲେ ଏହି ଖେଳାଳି

ଲଣ୍ଡନ,୨୦।୯:ଇଂଲଣ୍ଡରେ ଚାଲିଥିବା କାଉଣ୍ଟିଂ ଚାମ୍ପିୟନ୍‌ସିପ୍‌ରେ କେଣ୍ଟ୍‌ ଦଳର ଖେଳାଳି ଡ୍ୟାରେନ୍‌ ଷ୍ଟିଭେନ୍ସ ଇତିହାସ ରଚିଛନ୍ତି। ସେ କ୍ରିକେଟର ୧୨୪ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ୟର୍କସାୟାର ବିପକ୍ଷ ମ୍ୟାଚ୍‌ରେ ପ୍ରଥମ ପାଳିରେ ୪୩ ବର୍ଷୀୟ ଷ୍ଟିଭେନ୍ସ ଦ୍ୱିଶତକ ହାସଲ କରିଥିବାବେଳେ ଦ୍ୱିତୀୟ ପାଳିରେ ୫ଟି ଉଇକେଟ୍‌ ନେଇଥିଲେ। ଏଭଳି କୃତିତ୍ୱ ହାସଲ କରିବାରେ ସେ ବିଶ୍ୱର ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ହୋଇପାରିଛନ୍ତି। ପୂର୍ବରୁ ୧୮୯୫ରେ ଡବ୍ଲ୍ୟୁ ଜି ଗ୍ରେସ୍‌ ୪୬ବର୍ଷରେ ଏଭଳି କୃତିତ୍ୱ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri