କ୍ରୋଧ ବଢ଼ାଏ କାର୍ଯ୍ୟଦକ୍ଷତା

କ୍ରୋଧ କାର୍ଯ୍ୟଦକ୍ଷତା ବୃଦ୍ଧି କରିବାରେ ସହାୟକ ହୋଇଥାଏ ବୋଲି ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ଏହି ଗବେଷଣା କାନାଡ଼ାର ୟୁନିଭର୍ସିଟି ଅଫ୍‌ ୱାଟର୍‌ଲୁରେ ହୋଇଥିଲା। ଗବେଷଣାରେ ବିଶେଷଜ୍ଞମାନେ ଦାବି କରିଛନ୍ତି, ମନ ପ୍ରଫୁଲ୍ଲ ଥିବା ବେଳେ କାମର ପ୍ରାଥମିକତା ସ୍ଥିର କରିବା ସହଜସାଧ୍ୟ ହୋଇ ନ ଥାଏ। କୌଣସି କାର୍ଯ୍ୟ ସ୍ଥିର କରିବାକୁ ସଂଘର୍ଷ କରିବାକୁ ପଡ଼େ। କିନ୍ତୁ ଗବେଷଣାର ପ୍ରମୁଖ ବିଶେଷଜ୍ଞ ତଥା ମନୋବିଜ୍ଞାନୀ ପ୍ରଫେସର୍‌ ତାରା ମ୍ୟାକ୍‌ଓ୍ବଲ୍‌ଙ୍କ ମତରେ, ମନ ଖରାପ ଥିଲେ ଏହା କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ଦିଗରେ ସାହା୍ଯଯ କରିଥାଏ। ଏହାଦ୍ୱାରା ଲୋକଙ୍କ ଧ୍ୟାନ କେନ୍ଦ୍ରିତ କରିବାରେ ସାହାଯ୍ୟ ମିଳିଥାଏ। ଏ ସମୟରେ ଉତ୍ତମ ପ୍ରକ୍ରିୟାରେ ସମୟର ପ୍ରବନ୍ଧନ କରାଯାଇପାରେ। ଗବେଷକଙ୍କ ମତରେ, ମନ ପ୍ରଫୁଲ୍ଲ ଥିବା ଅବସ୍ଥାରେ ଧ୍ୟାନ ଚାରିଆଡ଼କୁ ଚାଲିଯାଏ, ଅର୍ଥାତ୍‌ କାମରେ ସଠିକ୍‌ ଭାବେ ଏକାଗ୍ରତା ଆସି ନ ଥାଏ। ଏହା କାମରେ ବାଧା ସୃଷ୍ଟି କରିଥାଏ। ଗବେଷଣାରେ ବିଶେଷଜ୍ଞମାନେ ୯୫ଜଣ ଲୋକଙ୍କୁ ସାମିଲ କରି ଏହି ତଥ୍ୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri