କ୍ୟାନ୍‌ସର ଚିହ୍ନଟ କରିବ ହୀରା..

କ୍ୟାନ୍‌ସର ରୋଗୀଙ୍କ ମୃତ୍ୟୁ ମୁଖ୍ୟତଃ ବିଳମ୍ବରେ ରୋଗ ଚିହ୍ନଟ କାରଣରୁ ହୋଇଥାଏ। ହେଲେ ଏବେ ପ୍ରାରମ୍ଭିକ ଅବସ୍ଥାରେ କ୍ୟାନ୍‌ସରର ଚିହ୍ନଟ ସମ୍ଭବ, ଆଉ ଏହି ଚିହ୍ନଟ କରାଇବ ହୀରା। ଏମ୍‌ଆର୍‌ଆଇ ସ୍କାନିଂ ସମୟରେ ହୀରାର ଉପଯୋଗ କରି କ୍ୟାନ୍‌ସର ଟ୍ୟୁମରର ପ୍ରାରମ୍ଭିକ ସ୍ଥିତି ସମ୍ପର୍କରେ ଏବେ ଜଣାପଡିବ। ସିଡ୍‌ନୀ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏହା ପ୍ରକାଶ ପାଇଛି । ରିପୋର୍ଟ ଅନୁସାରେ କେମୋଥେରାପି ସମୟରେ ନାନୋ ହୀରାର ପ୍ରୟୋଗକରି କ୍ୟାନ୍‌ସର ସଂକ୍ରମଣର ଜୀବାଣୁକୁ ନଷ୍ଟ କରାଯାଇପାରିବ। ହୀରାର ଚୁମ୍ବକୀୟ ଗୁଣ ରହିଛି। ତେଣୁ ପ୍ରାରମ୍ଭିକ ଅବସ୍ଥାରେ ହୀରା ଦ୍ୱାରା କ୍ୟାନ୍‌ସରର ସ୍ଥିତି ସମ୍ପର୍କରେ ତଥ୍ୟ ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri