Posted inଜାତୀୟ

କ୍ୟାପଟେନ୍‌ଙ୍କ ଉପରେ ଅସନ୍ତୁଷ୍ଟ ସିଦ୍ଧୁ ପହଞ୍ଚିଲେ ରାହୁଲଙ୍କ ପାଖରେ

ନୂଆଦିଲ୍ଲୀ,୧୦।୬: କ୍ରିକେଟରରୁ ରାଜନେତା ପାଲଟିଥିବା ନବଜୋତ ସିଂ ସିଦ୍ଧୁ ଏବେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂଙ୍କ ଉପରେ ଖପ୍ପା ହୋଇଛନ୍ତି। କାରଣ ଅମରିନ୍ଦର ତାଙ୍କୁ ଇତି ମଧ୍ୟରେ ଦୁଇଥର ଝଟ୍‌କା ଦେଇ ସାରିଲେଣି। ସୋମବାର ସିଦ୍ଧୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ଦଳ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟି ଏକ ଚିଠି ଦେଇଛନ୍ତି। ଉକ୍ତ ଚିଠିରେ ସିଦ୍ଧୁ ରାଜ୍ୟର ସ୍ଥିତି ବିଷୟରେ ରାହୁଲଙ୍କୁ ଅବଗତ କରାଇଛନ୍ତି। ସିଦ୍ଧୁଙ୍କର ବିଭାଗ ବଦଳକୁ ନେଇ ସେ ଅସନ୍ତୁଷ୍ଟ ଥିବାରୁ ୨ ଦିନ ତଳେ ସେ ରାହୁଲଙ୍କୁ ସାକ୍ଷାତ୍‌ କରିବାକୁ ଯାଇଥିଲେ। ହେଲେ ସେତେବେଳେ ରାହୁଲ ତାଙ୍କୁ ସମୟ ଦେଇ ନ ଥିଲେ। ଏପର୍ଯ୍ୟନ୍ତ ସିଦ୍ଧୁ ତାଙ୍କ ନୂଆ ବିଭାଗର ଦାୟିତ୍ୱ ନେଇ ନ ଥିବା ବେଳେ ରାହୁଲଙ୍କୁ ଭେଟି ଏ ସମ୍ପର୍କରେ ଗୁହାରି କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri