କ୍ୟାପ୍‌ ପିନ୍ଧିବା ଅନ୍ତରାଳେ..

ଅର୍ଜୁନ କପୁର ଗତ କିଛିମାସ ହେବ ଏକ କ୍ୟାପ୍‌ ପିନ୍ଧୁଥିଲେ। କେହି ଯଦି କେବେ ସେହି କ୍ୟାପ୍‌କୁ କାଢ଼ିବାକୁ କହୁଥିଲେ ସେ ଆଦୌ କାଢ଼ୁ ନ ଥିଲେ। ହେଲେ ନିକଟରେ ଏହି କ୍ୟାପ୍‌ ପିନ୍ଧିବା ରହସ୍ୟ ଉପରୁ ନିଜେ ପରଦା ହଟାଇଛନ୍ତି। କ୍ୟାପ୍‌ ହଟାଇବା ପରେ ସେ କହିଛନ୍ତି, ‘ଏହା ପଛରେ ସେପରି କିଛି ରହସ୍ୟ ନ ଥିଲା। ବର୍ତ୍ତମାନ ମୁଁ ଅଭିନୟ କରୁଥିବା ‘ପାନିପଥ’ ଚଳଚ୍ଚିତ୍ରରେ ମୋ ହେୟାର ଷ୍ଟାଇଲକୁ କେହି ଯେପରି ଭାଇରାଲ ନ କରୁ ସେଥିପାଇଁ ମୁଁ କ୍ୟାପ୍‌ ପିନ୍ଧୁଥିଲି।’ ଆଶୁତୋଷ ଗୋଓ୍ବାରିକରଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମରେ ଅର୍ଜୁନଙ୍କ ସହ ସ୍କ୍ରିନ୍‌ ଶେୟାର କରିଛନ୍ତି କ୍ରିତି ସାନନ ଏବଂ ଫିଲ୍ମଟି ଚଳିତବର୍ଷ ଡିସେମ୍ବର ୬ରେ ପରଦା ଉପରକୁ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା…

ସିଦ୍ଦାରାମାୟା ନା ଶିବକୁମାର କିଏ ଅଧିକ ଧନୀ? ଜାଣନ୍ତୁ ନେଟଓ଼୍ବର୍ଥ ରେସ୍‌ରେ କିଏ ଆଗରେ…

ବେଙ୍ଗାଲୁରୁ,୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଥିବା ସସପେନ୍ସ ଶେଷରେ ଶେଷ ହୋଇଛି। ସୂତ୍ର ଅନୁଯାୟୀ, ସିଦ୍ଦାରାମାୟା ଆଜି ମେ 28 ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri