Posted inଜାତୀୟ

କ୍ୟାବିନେଟ ବୈଠକରେ ଯୋଗଦେଲେନି ସିଦ୍ଧୁ

ଅମୃତସର, ୬।୬: ଭାଜପା ଛାଡି କଂଗ୍ରେସ ଯୋଗ ଦେବା ପରେ ନବଜୋତ ସିଂ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ସିଦ୍ଧୁ ଖୋଲାଖୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କୁ ସମାଲୋଚନା କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ଡକାଇଥିବା କ୍ୟାବିନେଟ ବୈଠକରେ ଯୋଗଦେଇନାହାନ୍ତି ସିଦ୍ଧୁ। ସେ କହିଛନ୍ତି କଂଗ୍ରେସର କିଛି ଲୋକ ମୋତେ ଦଳରୁ ବାହାର କରିବାକୁ ଚାହୁଁଛନ୍ତି। କଂଗ୍ରେସ ପରାଜୟରେ ମୋତେ ଦୋଷ ଲଦିବା ଠିକ୍‌ ନୁହେଁ। ଏହା କଂଗ୍ରେସ ଦଳର ପରାଜୟ। ଏଥିରେ ଦଳର ସବୁ ନେତା ଏବଂ ମନ୍ତ୍ରୀ ଦାୟୀ। ମୋତେ କାହିଁକି ଏକା ଟାର୍ଗେଟ କରାଯାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି। ସୂଚନାଯୋଗ୍ୟ, ଗତକିଛିଦିନ ତଳେ ଅମରିନ୍ଦର ସିଂହ ରାଜ୍ୟରେ କଂଗ୍ରେସ ପରାଜୟ ପାଇଁ ସିଦ୍ଧୁଙ୍କୁ ଦାୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri