Posted inଖେଳ

କ୍ୟାରିୟରର ପ୍ରଥମ ଟେଷ୍ଟ ଶତକ ହାସଲ କଲେ ମୟଙ୍କ ଅଗ୍ରଓ୍ବାଲ

ବିଶାଖାପାଟଣା,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ଭାରତର ଦୁଇ ଓପନର୍‌ ଶତକ ହାସଲ କରିଛନ୍ତି। ପ୍ରଥମ ଦିନରେ ରୋହିତ୍‌ ଶର୍ମା ଶତକ ଅର୍ଜନ କରିଥିବାବେଳେ ମୟଙ୍କ ଅଗ୍ରଓ୍ବାଲ୍‌ ଦ୍ୱିତୀୟ ଦିନ ଖେଳ ଆରମ୍ଭରେ ଶତକ ମାରିଛନ୍ତି। ପ୍ରଥମ ଦିନରୁ ୮୪ ରନରେ ଅପରାଜିତ ଥିବା ମୟଙ୍କ କ୍ୟାରିରର ପ୍ରଥମ ଟେଷ୍ଟ ଶତକ ହାସଲ କରିଛନ୍ତି। ସେ ୨୦୯ଟି ବଲ୍‌ରେ ନିଜ ଶତକ ପୂରଣ କରିଛନ୍ତି। ପ୍ରଥମ ଦିନ ଚା ପାନ ବିରତି ପରେ ବର୍ଷା ଯୋଗୁ ଖେଳ ବନ୍ଦ ରହିଥିଲା। ଫଳରେ ପ୍ରଥମ ଦିନରେ ଭାରତ ମାତ୍ର ୫୯.୧ ଓଭରରେ କୌଣସି ଉଇକେଟ ନ ହରାଇ ୨୦୨ ରନ ସଂଗ୍ରହ କରିଥିଲା। ରୋହିତ୍‌ ୧୧୫ ରନ କରି ଅପରାଜିତ ଥିଲେ। ଟେଷ୍ଟରେ ଶତକ ହାସଲ କରିବାରେ ମୟଙ୍କ ୮୬ତମ ଭାରତୀୟ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri