‘କ୍ୟୁଆର-ଏସଏଏମ୍‌’ କ୍ଷେପଣାସ୍ତ୍ର ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆର୍‌ଡିଓ (ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା) ପକ୍ଷରୁ ଆଇଟିଆର୍‌ (ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ) ୩ ନମ୍ବର ଲଞ୍ଚପ୍ୟାଡ୍‌ରେ ସ୍ବଳ୍ପ ଦୂରଗାମୀ ‘କ୍ୟୁଆର୍‌-ଏସ୍‌ଏଏମ୍‌’ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି। ଗୁରୁବାର ଅପରାହ୍ନ ୪ଟା ୨୦ମିନିଟ୍‌ରେ ଏକ ଟ୍ରକ୍‌ରେ ଲାଗିଥିବା କାନିଷ୍ଟରରୁ ଏହି କ୍ଷେପଣାସ୍ତ୍ରକୁ ଭୂପୃଷ୍ଠରୁ ଆକାଶକୁ ଉତ୍‌କ୍ଷେପଣ କରାଯାଇଥିଲା। ଏହା ଭାରତୀୟ ଆକାଶରେ ବିନା ଅନୁମତିରେ ପ୍ରବେଶ କରୁଥିବା ଶତ୍ରୁପକ୍ଷର ବିମାନ ଓ କ୍ଷେପଣାସ୍ତ୍ରକୁ ଅବିଳମ୍ବେ ଧ୍ୱଂସ କରିପାରିବ। ଏହି କ୍ଷେପଣାସ୍ତ୍ର ଶତ୍ରୁପକ୍ଷର ରାଡ଼ାର, ଟ୍ୟାଙ୍କ, ବଙ୍କର ଆଦିକୁ ଧ୍ୱଂସ କରିବାର କ୍ଷମତା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା

ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ…

ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍‌, ଭିତରେ ବସିଥିଲେ ଯାତ୍ରୀ

କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍‌ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri