କ୍ୱରାଣ୍ଟାଇନ୍‌ ସେଣ୍ଟରରେ ଖାଇବା ମିଳୁନି: ଘରୁ ଖାଦ୍ୟ ଆସିଲେ ଖାଉଛନ୍ତି ଶ୍ରମିକ

ପାତ୍ରପୁର,୧୮ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀସ୍ଥିତ ପରାଙ୍କୁଶ ବିଦ୍ୟାପୀଠରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ଜଣେ ଦାଦନ ଶ୍ରମିକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ ହୋଇଛି। ସେ ବୁଧବାର ଆନ୍ଧ୍ରରୁ ଗ୍ରାମକୁ ଫେରିଥିବାବେଳେ ତାଙ୍କୁ ସାମନ୍ତିଆପଲ୍ଲୀ ସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ହେଲେ ପ୍ରଶାସନ ତରଫରୁ ଖାଦ୍ୟ ଦିଆଯାଉ ନ ଥିବାରୁ ପରିବାର ଲୋକେ ଘରୁ ଖାଦ୍ୟ ଆଣିଲେ ସେ ଖାଉଛନ୍ତି। ଏନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ଯୁଧିଷ୍ଠିର ସାହୁଙ୍କୁ ପଚାରିବାରୁ ଜଣକୁ ଖାଦ୍ୟ ଯୋଗାଇବା କଷ୍ଟକର, ତେଣୁ ପ୍ରତ୍ୟେକ ଦିନର ଖାଦ୍ୟ ବାବଦକୁ ଯାହା ଟଙ୍କା ହେବ ଶେଷରେ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri