କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ ସୁରକ୍ଷାକୁ ନେଇ ବିଡ଼ିଓଙ୍କୁ ଭେଟିଲେ ଶିକ୍ଷକ ସଂଘ କର୍ମକର୍ତ୍ତା

ଶେରଗଡ଼,୨୬।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ମଙ୍ଗଳବାର ଏକ ଦାବି ପତ୍ର ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବିଇଓ ଭାସ୍କର ଲେଙ୍କାଙ୍କୁ ଭେଟି ପ୍ରଦାନ କରିଛନ୍ତି। କରୋନା ମୁକାବିଲାରେ ଶିକ୍ଷକମାନେ ନିଜ ଜୀବନକୁ ପାଣି ଛଡାଇ କାମ କରୁଛନ୍ତି। ଏଦିଗରେ ସରକାର ସେମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଉ ନାହାନ୍ତି। ସରକାର କରିଥିବା କ୍ୱାରାଣ୍ଟାଇନ୍‌ କେନ୍ଦ୍ର ଗୁଡିକରେ ଉପଯୁକ୍ତ ବିଶୋଧନ କରାଯାଉନାହିଁ। ପ୍ରବାସୀମାନେ ରହି ଫେରିଲା ପରେ ବି ପ୍ରଶାସନ ପକ୍ଷରୁ ବିଶୋଧନ ନ କରି ପୁଣି ଆଉ କିଛି ପ୍ରବାସୀଙ୍କୁ ଆଣି ରଖାଯାଉଛି। ଯେଉଁ ଶିକ୍ଷକଙ୍କୁ ପ୍ରଥମ ପର୍ଯ୍ୟାୟରେ କରୋନା ପରିଚାଳନା କାର୍ଯ୍ୟ ପଡିଥିଲା ପରେ ପୁଣି ଦ୍ୱିତୀୟଥର ସେହି କାର୍ଯ୍ୟ କରିବାକୁ ବାଧ୍ୟ କରାଯାଇଛି। ଏଣୁ ଏ ଦିଗରେ ପ୍ରଶାସନ ଦୃଷ୍ଟି ଦେବା ଉଚିତ ପଦକ୍ଷେପ ନେବାକୁ ଶିକ୍ଷକ ସଂଘ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri