Posted inକଟକ

କ୍ୱାରାଣ୍ଟାଇନ କେନ୍ଦ୍ରରେ ଯୋଗ ଶିଖାଉଛନ୍ତି ଶୁଭେନ୍ଦୁ

ଚୌଦ୍ୱାର,୨୯ା୫(ଡି.ଏନ୍‌.ଏ)-ପୌରପାଳିକା ତରଫରୁ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ପୌରପାଳିକା ୧୭ ନଂ. ୱାର୍ଡ ନୂଆସାହିର ଶୁଭେନ୍ଦୁ ସିଂ ପ୍ରତିଦିନ ପ୍ରବାସୀମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରୁଛନ୍ତି। କେନ୍ଦ୍ରରେ ଥିବା ୪୧ ଜଣ ପ୍ରବାସୀ ତାଙ୍କୁ ଅନୁସରଣ କରି ଯୋଗ କରୁଛନ୍ତି।
ସୂଚନାଯୋଗ୍ୟ, ଏହି କେନ୍ଦ୍ରରେ ଜିଲା ତଥା ରାଜ୍ୟର ୫୧ଜଣ ପ୍ରବାସୀ ରହୁଥିବାବେଳେ ବୁଧବାର ୧୦ଜଣ ପ୍ରବାସୀ ଘରକୁ ଫେରିଛନ୍ତି। ଶୁକ୍ରବାର ୧୯ଜଣ ପ୍ରବାସୀଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ନିଆଯାଇଥିବା ନିର୍ବାହୀ ଅଧିକାରୀ ପବିତ୍ର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ, ୩ ମାସ ମଧ୍ୟରେ…

କଟକ,୧୨।୨: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri