କ୍ୱାରାଣ୍ଟାଇନକୁ ଗଲେ ୪୭ ଶ୍ରମିକ

ଚମ୍ପୁଆ, ୨।୫(ଡି.ଏନ.ଏ.)-ଚମ୍ପୁଆ ଦେଇ ଝାଡଖଣ୍ଡ ଯାଉଥିବା ୪୭ ଜଣ ଶ୍ରମିକଙ୍କୁ ଶନିବାର ଚମ୍ପୁଆ ପ୍ରଶାସନ ଓ ପୋଲିସ ପ୍ରଶାସନ ଉଦ୍ଧାର କରି କ୍ୱାରାଣ୍ଟାଇନ ହୋମରେ ରଖିଥିବା ଜଣାପଡିଛି। ସୂଚନା ଅନୁସାରେ ୧ ତାରିଖ ସକାଳ ସମୟରେ ସାଇକେଲ ଯୋଗେ ୨୨ଜଣ ଓ ଚାଲିଚାଲି ୨୫ ଜଣ ଝାଡଖଣ୍ଡ ରାଜ୍ୟକୁ ଯାଉଥିବା ବେଳେ ବର୍ଡର ଠାରେ ୧୪୪ ଧାରା ଲାଗିଥିବା ତଥା ଆନ୍ତଃରାଜ୍ୟ କଟକଣା ଲାଗିଥିବାରୁ ପୋଲିସ ତାଙ୍କୁ ଯିବାକୁ ଦେଇ ନ ଥିଲେ। ପରେ ପ୍ରଶାସନ ଓ ପୋଲିସ ମିଳିତ ଭାବେ ଏହି ୪୭ ଜଣଙ୍କୁ ପ୍ରଥମେ ପ୍ରାଥମିକ ଚିକିସତ୍ା କରିବା ପରେ କ୍ୱାରାଣ୍ଟାଇନ ହୋମରେ ରଖାଯାଇଥିବା ଯଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri