କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା, ଲାଗିଲା ସିସି କ୍ୟାମେରା

ଛତ୍ରପୁର,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀ ଓଡ଼ିଆମାନେ ରହୁଛନ୍ତି। ବିଭିନ୍ନ ସମୟରେ କେତେକ ପ୍ରବାସୀ ବିଶୃଙ୍ଖଳା କରୁଛନ୍ତି। ପରିବାର ଲୋକେ ମଧ୍ୟ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଯାଇ ନିଜ ଲୋକଙ୍କୁ ଭେଟୁଥିବା ଦେଖିବାକୁ ମିଳୁଛି। ସେଠାରେ କାର୍ଯ୍ୟରତ ପୋଲିସ ଓ ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀଙ୍କ ଉପରେ ମଧ୍ୟ ନଜର ରଖିବାର ଆବଶ୍ୟକତା ରହିଛି। ହିଞ୍ଜିଳି ମ୍ୟୁନିସିପାଲିଟିରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରେ ସିସି କ୍ୟାମେରା ଲଗାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। କ୍ୱାରାଣ୍ଟାଇନ୍‌ ସମ୍ପର୍କରେ ଏବଂ ସ୍ବାସ୍ଥ୍ୟକର୍ମୀ ତାଲିମ, ନୈତିକ ଶିକ୍ଷା ପ୍ରଦାନ କରାଯାଉଛି। ସେହିପରି କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ନଜର ରଖାଯାଉଥିବା ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri