କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀ ଶିଶୁଙ୍କ ମନ ଜିଣି ଚର୍ଚ୍ଚାରେ ତହସିଲଦାର

ପୁରୁଷୋତ୍ତମପୁର,୧୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା କୋମଳମତି ଶିଶୁଙ୍କୁ ଖେଳଣା, କଣ୍ଢେଇ, ବିସ୍କୁଟ ଦେଇ ସେମାନଙ୍କ ମନ ମୋହି ଚର୍ଚ୍ଚାକୁ ଆସିଛନ୍ତି ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ। ସରକାରଙ୍କ ପକ୍ଷରୁ ପ୍ରବାସୀଙ୍କ ରହିବା, ଖାଇବା ଆଦି ସମସ୍ତ ବ୍ୟବସ୍ଥା କରାଯାଇଛି ହେଲେ ଶିଶୁଙ୍କ ବିକାଶ ଲାଗି ସେଭଳି କିଛି ବ୍ୟବସ୍ଥା କରାଯାଇ ନାହିଁ। ଯଦ୍ୱାରା ଏକ ପ୍ରକାର ବନ୍ଦୀ ଭାବେ ଏହି ଶିଶୁମାନେ ଅଭିଭାବକଙ୍କ ପାଖରେ ରହି ଅଳି ଅଝଟ କରୁଛନ୍ତି। ଏହି ଘଟଣାକୁ ସେଣ୍ଟର ପରିଦର୍ଶନ ବେଳେ ତହସିଲଦାର ଦେଖି କୋମଳମତି ଶିଶୁଙ୍କ ବିକାଶ ଲାଗି ବିଭିନ୍ନ ପ୍ରକାରର ଖେଳଣା ଏବଂ ଅନ୍ୟାନ୍ୟ ଉପକରଣ ସହ ବିଭିନ୍ନ ସେଣ୍ଟରକୁ ଯାଇ ଶିଶୁମାନଙ୍କୁ ବଣ୍ଟନ କରିଛନ୍ତି। ସେମାନଙ୍କ ସହ ସମୟ ବିତାଇ ଉତ୍ସାହିତ କରି ଶିଶୁଙ୍କ ମନ ଜିଣିିବାରେ ଲାଗିଛନ୍ତି। ତହସିଲଦାରଙ୍କ ଏଭଳି ମାନବିକତାକୁ ନେଇ ସାଧାରଣରେ ବେଶ୍‌ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri